![]() |
ଲୋଭଗ୍ରସ୍ତ ହେଲେ ହଇରାଣରେ ପଡ଼ିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ବିବାଦରେ ବିଜୟୀ ହେବେ । |
![]() |
ଏକ ନୂଆ କାର୍ଯ୍ୟ ପାଇଁ ଆଗ୍ରହୀ ହେବେ । ପରମ ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଧନାଗମର ସୂଚନା ମିଳୁଛି । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ମିଳିବ । |
![]() |
ଋଣମୁକ୍ତ ହୋଇ ଶାନ୍ତି ଲାଭ କରିବେ । ପରିଶ୍ରମର ମୂଲ୍ୟ ମିଳିବ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମୋକଦ୍ଦମାରେ ବିଜୟୀ ହେବେ । ଧନ-ଲାଭର ସୂଚନା ମିଳୁଛି । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ । |
![]() |
ଧୈର୍ଯ୍ୟ ଧରି କାର୍ଯ୍ୟ କଲେ ସେଥିରେ ସଫଳତା ମିଳିବ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ଥଣ୍ଡା-କଫଜନିତ ସମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ମଧୁରଭାଷୀ ଭାବେ ଶତ୍ରୁକୁ ବଶ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । |
![]() |
ଆୟ ବୃଦ୍ଧିର ସୂଚନା ମିଳୁଛି । ଚଞ୍ଚଳ ଚେଷ୍ଟିତ ହେବେ । ସୁଖ-ସମ୍ମାନ ଲାଭ କରିବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଧନଲାଭ ହେବ । |
![]() |
ନିର୍ମାଣ କାର୍ଯ୍ୟର ଅଗ୍ରଗତି ଘଟିପାରେ । ପରିଶ୍ରମର ମୂଲ୍ୟାଙ୍କନ ହେବ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ । |
![]() |
ବିଭିନ୍ନ ସ୍ତରରୁ ସହଯୋଗ ପାଇପାରନ୍ତି । ସେବା ମନୋଭାବର ହେବେ । ପୂଜାର୍ଚ୍ଚନାରେ ନିମଜିତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କରିବେ । ସୁଖ ସମୃଦ୍ଧି ଅନୁଭବ କରିବେ । ସମ୍ପତ୍ତିବାନ୍ ହେବେ । |
![]() |
ଉଦ୍ୟମରେ ସଫଳତା ମିଳିବ । ଶାରୀରିକ କ୍ଳେଶ ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଥଣ୍ଡା-ସର୍ଦିରେ ଆକ୍ରାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚ ସ୍ଥାନ ଆରୋହଣ ଜଳଯାତ୍ରା ନିଷେଧ । |
![]() |
ସୁଖ-ସନ୍ତୋଷ ମିଳିବ । ବନ୍ଧୁମାନଙ୍କ ସହଯୋଗ ପାଇ କୃତକୃତ୍ୟ ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭ ଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ଚଳିଲେ ସଫଳତା ମିଳିବ । |
![]() |
କାର୍ଯ୍ୟରେ ଅଶାନ୍ତି ଉପୁଜିଲେ ଲାଭବାନ୍ ହୋଇପାରନ୍ତି । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଭାଇମାନଙ୍କ ପ୍ରତି ସ୍ନେହଭାବ ବୃଦ୍ଧି ହେବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ । ଚାକିରିରେ ସୁନାମ ମିଳିବ । |
![]() |
ଆଇନ୍କାନୁନ ନିୟନ୍ତ୍ରଣରେ ରହିବ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବିଭିନ୍ନ ସ୍ତରରୁ ଆର୍ଥିକ ସ୍ରୋତର ଧାରା ଲମ୍ୱି ଆସିପାରେ । |
![]() |
ନୂତନ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ବାଦ-ବିବାଦରେ ବିଜୟୀ ହେବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକର୍ମକାରୀ ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ । |