![]() |
ଆୟ ଆଶାନୁରୂପ ହେବ । ସୁସ୍ୱାଦୁଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସୁସ୍ଥ ରହିବେ । ଦାମ୍ପତ୍ୟ ସୁଖ ମିଳିବ । |
![]() |
ଧର୍ମକାର୍ଯ୍ୟରେ ଧନ ବ୍ୟୟ କରି ପାରନ୍ତି । ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି । ସାହସୀ ହେବେ । ଜ୍ଞାନ-ଗରିମାଯୁକ୍ତ ହୋଇପାରନ୍ତି । ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ । ସୁଖୀ ହେବେ । |
![]() |
ସୁସ୍ଥ ଓ ନିରାମୟ ରହିବେ । ଯଶ ଅର୍ଜନ କରିପାରନ୍ତି । ଲୋକପ୍ରିୟ ହେବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ପ୍ରାପ୍ତ ହେବେ । ତନ୍ତ୍ର-ମନ୍ତ୍ର ଓ ଜ୍ୟୋତିଷ ବିଦ୍ୟା ଶିଖିବେ । |
![]() |
କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ-ସଦ୍ଦିଚ୍ଛା ଭାବ ରହିବ । |
![]() |
ଭାଗ୍ୟଶାଳୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । କାର୍ଯ୍ୟ ଅସମ୍ପୂର୍ଣ୍ଣ ହୋଇପାରେ । ପ୍ରସିଦ୍ଧ କାର୍ଯ୍ୟ ପାଇଁ ସହମତି ପ୍ରଦାନ କରିବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହିବେ । |
![]() |
ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । କାର୍ଯ୍ୟ ଅସମ୍ପୂର୍ଣ୍ଣ ହୋଇପାରେ । ପ୍ରସିଦ୍ଧ କାର୍ଯ୍ୟ ପାଇଁ ସହମତି ପ୍ରଦାନ କରିବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ରହିବେ । |
![]() |
ବନ୍ଧୁ ମିଳନ ଘଟିପାରେ । ବ୍ୟବସାୟ ଲାଭଜନକ ହେବ । ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରି ଆତ୍ମସନ୍ତୋଷ ଲାଭ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହେବେ । |
![]() |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭ୍ରାତୃ ଭାବ ଅତୁଟ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । |
![]() |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବାର ସମ୍ଭାବନା ରହିଛି । |
![]() |
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । |
![]() |
ମନ ପ୍ରସନ୍ନ ରହିବ । ଈଶ୍ୱର ଭକ୍ତିରେ ଶକ୍ତି ସମ୍ପନ୍ନ ହେବେ । ମଧୁର ଭାଷା ଓ ବ୍ୟବହାର ବଡ଼ପଣିଆର ନିଦର୍ଶନ ହେବ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ । ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । |
![]() |
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ୱଭାବ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟରୁ ଅଧିକ ଧନ ଲାଭ କରିବେ । ମିତ୍ରଙ୍କଠାରୁ ସହାୟତା ମିଳିବ । |