![]() |
ଆୟ ଆଶାନୁରୂପ ହେବ। ଐଶୂର୍ଯ୍ୟ ପ୍ରାପ୍ତିର ସଚନା ମିଳୁଛି। ରଣକ୍ଷେତ୍ରରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ଦାମ୍ପତ୍ୟ ସୁଖ ମିଳିବ। ସୁସ୍ଥ ଓ ନିରାମୟ ରହିବେ। |
![]() |
କର୍ମଚଞ୍ଚଳ ରହିବେ। ଏକାନ୍ତରେ ସାଧନାରତ ହୋଇପାରନ୍ତି। ମଧୁର ଭାଷାରେ ପରକୁ ଆପଣାର କରିବେ। ଅଂଶୁଘାତ ପ୍ରତି ସତର୍କ ରହିବାକୁ ପଡିବ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। |
![]() |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଆର୍ଥିକ ଅନୁଦାନ ପ୍ରାପ୍ତ ହେବେ। |
![]() |
ବଭିନ୍ନ ସ୍ତରରୁ ସହଯୋଗ ମଳିବ। ଅଧିକ ଞାନ ଅର୍ଜନ ପାଇଁ ଆଗ୍ରହୀ୍ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରପିାରନ୍ତି । ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ଓ ସମ୍ମାନପ୍ରାପ୍ତ ହେବେ। |
![]() |
କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ।ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛାଭାବ ରହିବ। |
![]() |
ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। |
![]() |
ପ୍ରତିହିଂସା ପରାୟଣ ହୋଇପାରନ୍ତି। ସବୁ ଭାବନାକୁ ପଛରେ ପକାଇ ଆତ୍ମସଂଳାପୀ ହେବେ। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ। ସାମାନ୍ୟ ଅସୁସ୍ଥ ଥାଇ ବି କର୍ମଚଞ୍ଚଳ ରହିବେ। ଯାନବାହନରେ ସତର୍କ ରହିବେ। |
![]() |
ବନ୍ଧୁମିଳନ ଶୁଭଦାୟକ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବାକୁ ପଡିବ। |
![]() |
ଅନାବଶ୍ୟକ ଖର୍ଚ୍ଚର ସମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ।ସୁସ୍ଥ ଓ ନିରାମୟ ରହିବେ। ଚତୁରତାର ସହ ଶତ୍ରୁ ଦମନ କରିବେ। ଚାକିରିରୁ ସୁନାମ ମିଳିବ। |
![]() |
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ସମ୍ମାନିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି୍ ବିଭିନ୍ନ ସ୍ତରରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ବିବେକୀ ହେବେ। |
![]() |
ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ। |
![]() |
ମନ ପ୍ରସନ୍ନ ରହିବ। ଆତ୍ମବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେ୍ମୀ ଓ ବିଦ୍ୱାନ୍ ହେବେ। ଭଉଣୀଙ୍କଠାରୁ ସାହାଯ୍ୟ ପାଇପାରନ୍ତି। |