ସାମାଜିକ ସଂଘଠନରେ କାର୍ଯ୍ୟରତ ଲୋକଙ୍କର ପ୍ରତିଷ୍ଠା ବଢିବ। ଲେଖକ କୌଣସି ସମାରୋହରେ ସମ୍ମାନିତ ହେବ। ବାଲ୍ୟ ବନ୍ଧୁ ସହ ସାକ୍ଷାତ ହେବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। | |
ଜମି ଦଲାଲଙ୍କୁ ଅଧିକ ଧନଲାଭ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ବହୁତ ଭଲ। ପୂରା ଦିନ ଆପଣଙ୍କ ଚେହେରାରେ ଖୁସି ବଜାୟ ରହିବ। ଚାକିରିରେ ପଦୋନ୍ନତି ଯୋଗ ରହିଛି। | |
ପୂରା ଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ସ୍ୱାସ୍ଥ୍ୟ ସମ୍ପର୍କିତ ସମସ୍ୟାର ଅନ୍ତ ରହୁବ। ଧାର୍ମିକ ସମାରୋହରେ ସମ୍ମିଳିତ ହେବାର ସୁଯୋଗ ପାଇବେ। ବେପାରରେ ଲାଭ ମିଳିବ। | |
ଦିନଟି ବହୁତ ଭଲ। ସରକାରୀ ଚାକିରିଆଙ୍କୁ ନୂଆ ଦାୟିତ୍ୱ ମିଳିବ। ଅବିବାହିତଙ୍କ ଲାଗି ଭଲ ବିବାହ ପ୍ରସ୍ତାବ ଆସିବ। ବାଣିଜ୍ୟ ଛାତ୍ରଙ୍କୁ କିଛି ନୂଆ ଶିଖିବାକୁ ମିଳିବ। | |
କାର୍ଯ୍ୟକ୍ଷେତ୍ରରେ ଛୋଟ ମୋଟ ସମସ୍ୟାର ସମ୍ମୁଖୀନ ହେବେ। ଘର କାମରେ ବଡ ଭାଇଙ୍କ ସହଯୋଗ ପାଇବେ ଜୀବନସାଥୀଙ୍କ ସହ ଭଲ ସମ୍ବନ୍ଧ ମଜଭୁତ ହେବ। | |
ଦାମ୍ପତ୍ୟ ଜୀବନର ନୂଆ ଖୁସି ଆସିବ। ପ୍ରିୟ ଜନଙ୍କ ପାଖରୁ ଆପଣ ମନ ପସନ୍ଦର ଉପହାର ପାଇବେ। ଛାତ୍ରଙ୍କ ଲାଗି ସଫଳତାର ଦ୍ୱାର ଖୋଲିବ। | |
ଭାବିଥିବା କାମ ଶୀଘ୍ର ପୂରା କରିନେବେ। କାମରେ ବଡ ଭାଇଙ୍କ ସହଯୋଗ ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। | |
ଜୀବନସାଥୀଙ୍କୁ ଧାର୍ମିକ ସ୍ଥାନକୁ ନେଇଯିବେ। ରାଜନେତାଙ୍କୁ ସମ୍ମାନ ଜନକ ପଦ ମିଳିବ। ଛୋଟ ବେପାରୀଙ୍କୁ ଆଶାଠୁଁ ଅଧିକ ଧନଲାଭ ହେବ। ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। | |
କର୍ମତତ୍ପରତା ପ୍ରକାଶ ପାଇବ। ବନ୍ଧୁ ସହାୟତା ମିଳିବ। ଶତ୍ରୁ ଦମନ କରବିାରେ ସଦ୍ଧହସ୍ତ ହେବେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ। ପରକୁ ସାହାଯ୍ୟ କରବିାରେ ଆତ୍ମତୃପ୍ତି ମିଳିବ। | |
ସନ୍ତାନ-ସନ୍ତତି ଲାଭର ସୂଚନା ମଳିୁ୍ଛି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜିତେନ୍ଦ୍ରିୟ ହୋଇପାରନ୍ତି । ପରାକ୍ରମୀ ହେବେ। ବଖ୍ୟାତ କୀର୍ତ୍ତିସ୍ଥାପନ କରିବେ। | |
ସୃଜନ ସ୍ୱଭାବର ହେବେ। ଦ୍ୱିଜ ଦେବତାଙ୍କ ଭକ୍ତ ହୋଇପାରନ୍ତି । ସ୍ୱ-ଜୀବନ ଧର୍ମରେ ଓଁ ବାଦର ହୋଇପାରନ୍ତି । ଦାୟିତ୍ୱବାନ୍ ହେବେ। ଦିବ୍ୟ ପ୍ରେରଣାଦାୟୀ ହୋଇପାରନ୍ତି । | |
ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ। କରିତକର୍ମା ହେବେ। ପ୍ରତିଯୋଗତିାରେ କୃତିତ୍ୱ ଅର୍ଜନ କରିବେ। ସର୍ବସୁଖର ଅଧିକାରୀ ହୋଇପାରନ୍ତି । ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତ ହେବେ। |