Author: krishna

ଆଜି ସକାଳୁ ସକାଳୁ ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ। ଚନ୍ଦ୍ରଙ୍କ ସ୍ବସ୍ଥାନ ପ୍ରତି ଦୃଷ୍ଟିକୋଣରୁ ସାମାଜିକ ସ୍ତରରେ ପ୍ରତିଷ୍ଠାଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।ରାଶି ପ୍ରତି ଶୁଭଦୃଷ୍ଟିଜନିତ ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲ କରିପାରିବେ। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗିରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବେ। ବନ୍ଧୁଙ୍କ ସହାନୁଭୂତି ଲାଭକରି ଆର୍ଥିକ ସମସ୍ୟାର ସମାଧାନ କରିପାରିବେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେକରୁଛନ୍ତି ସେପରି କିଛି ହେବନି ।ଦ୍ବିତୀୟ ସ୍ଥାନରେ ପାପଗ୍ରହ ଆପଣଙ୍କ ସକାଶେ ଅର୍ଥ ସମସ୍ୟା ସୃଷ୍ଟି କରିପାରେ। ନିଜ ଫାଇଦା ପାଇଁ ବନ୍ଧୁମାନେ ମନଲୋଭା କଥା କହିପାରନ୍ତି। ମୃଗଶିରା ନକ୍ଷତ୍ର ସକାଶେ ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତିତ ରହିବା ଉଦ୍‌ବେଗର କାରଣ ହେବ। ଶିଳ୍ପ, ବ୍ୟବସାୟରେପ୍ରତିହିତା ସହ ପରୋକ୍ଷ ଶତ୍ରୁତା କର୍ମକ୍ଷେତ୍ରକୁ ବ୍ୟସ୍ତବହୁଳ କରିବ।ଅଶ୍ଳେଷା ନକ୍ଷତ୍ର କର୍ମକ୍ଷେତ୍ରରେ…

Read More

ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିବା ସଙ୍ଗକୁ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରସର ହେବେ । କର୍ମକ୍ଷେତ୍ରରେ ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବ। ସାହିତ୍ୟ, ସାମ୍ବାଦିକତା,କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।ବାସସ୍ଥାନ ନିକଟସ୍ଥ ପାରିପାଶ୍ୱିକ ପରିସ୍ଥିତି ଭଲ ଦିଗକୁ ଗତି କରୁଥିବାରୁ ମାନସିକ ବ୍ୟସ୍ତତା ଦୂରେଇ ଯାଇପାରେ । ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି । ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିନେଇପାରନ୍ତି। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିପାରେ।ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ। ପୁନର୍ବସୁ ନକ୍ଷତ୍ର ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ। ସହକର୍ମୀ କୌଶଳରେ କାର୍ଯ୍ୟ ହାସଲ କରିବାରେ ପଛାଇବେ ନାହିଁ। ଜମିଜମା କାରବାର, ଗୁରୁତ୍ବପୂର୍ଣ୍ଣସିଦ୍ଧାନ୍ତ ତଥା ବିବାଦୀୟ ଘଟଣା ସମସ୍ୟା ବହୁଳ…

Read More

ଧନାଧୂପଙ୍କ ଶୁଭତ୍ଵ ଆପଣଙ୍କୁ ଆର୍ଥିକ ସହାୟତା୍ରଦାନ କରିବାର ମାର୍ଗ ଉନ୍ମୁକ୍ତ କରାଇବ। ଆକସ୍ମିକ ଭାବରେ ନିମନ୍ତ୍ରିତ ହୋଇ ଆଲୋଚନାରେ ନିଜକୁ ସାମିଲ କରିବାକୁ ପଡ଼ିପାରେ। ଦୀର୍ଘଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି।ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ।ଧନାଧୂପଙ୍କ ଶୁଭତ୍ଵ ଆପଣଙ୍କୁ ଆର୍ଥିକ ସହାୟତା୍ରଦାନ କରିବାର ମାର୍ଗ ଉନ୍ମୁକ୍ତ କରାଇବ। ଆକସ୍ମିକ ଭାବରେ ନିମନ୍ତ୍ରିତ ହୋଇ ଆଲୋଚନାରେ ନିଜକୁ ସାମିଲ କରିବାକୁ ପଡ଼ିପାରେ। ଦୀର୍ଘଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି।ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ।ସପ୍ତମାଧୂପତି ବ୍ୟୟଭାବସ୍ଥା ହେତୁ କୌଣସି ବିବାଦୀୟ ଘଟଣାରେ ହସ୍ତକ୍ଷେପ ଆପଣଙ୍କୁ ମହଙ୍ଗା ପଡ଼ିପାରେ। ପାରିବାରିକ ଅସ୍ଥିରତା ଓ ଅଶାନ୍ତି ସକାଶରୁ ମନ ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ । କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା…

Read More

ଆଜି ଏକାଦଶ ଭାବରେ ଶନି ସହ ଚନ୍ଦ୍ରଙ୍କ ସଂଯୋଗ ରାଶ୍ୟାଧୂପ ମଙ୍ଗଳଙ୍କ ନୀଚତ୍ଵ କାରଣରୁ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ ନାହିଁ। ବନ୍ଧୁଙ୍କ ସ୍ମୃତିଚାରଣ, ଆନୁଷ୍ଠାନିକ କାମ ସକାଶେ ଉତ୍ସାହିତ ରହିବେ। କିନ୍ତୁ ପାରିବାରିକ କଳହ, ଲୋକ ସମ୍ପର୍କ ଦିଗରୁ ବ୍ୟତିକ୍ରମର ସାମ୍ନା କରିବେ । ସରକାରୀ ସ୍ତରରୁ ସାହାଯ୍ୟ ଆଶାୟୀ ହୋଇପାରନ୍ତି।ରାଶି ପ୍ରତି ବୁଧଙ୍କ ପ୍ରତ୍ୟକ୍ଷ ଦୃଷ୍ଟି ଅର୍ଥଲାଭ ଓ କାର୍ଯ୍ୟସିଦ୍ଧି ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି କରିବ। ବନ୍ଧୁମିଳନଜନିତ ଆନନ୍ଦମୁଖର ପରିବେଶରେ ମସ୍‌ଗୁଲ୍ ରହିପାରନ୍ତି। ଗୁରୁ ଗୃହସ୍ଥ ଶୁକ୍ର ପ୍ରଭାବରୁ ସ୍ବାସ୍ଥ୍ୟରେ କ୍ରମଶଃ ଉନ୍ନତି ପରିଲକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହେବାରେ ଅସୁବିଧା ହେବ ନାହିଁ।ଅଷ୍ଟମାଧୂପ ଶନି ଧନାଧୂପ ସାନ୍ନିଧ୍ୟରେ ଅର୍ଥ ଓ ମତ ମନ୍ତବ୍ୟକୁ କେନ୍ଦ୍ରକରି ସମସ୍ୟା ସୃଷ୍ଟି କରିପାରେ। ଦୁଃଖ ଖବର ମନକୁ ସାମୟିକ ନିସ୍ତେଜ କରିଦେବାର ଆଶଙ୍କା ରହିଛି। ଅବଶ୍ୟ ପୂର୍ବ ଯୋଜନା ଅନୁଯାୟୀ…

Read More

କଠିନଶ୍ରମ ଓ ବିଶେଷ ଭ୍ରମଣଜନିତ ଦୈହିକ ଅସୁସ୍ଥତା ସାଙ୍ଗକୁ କମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବ। କଥା କଟାକଟିଜନିତ ପାରିବାରିକ ଅଶାନ୍ତିର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଉପର ଅଧିକାରୀଙ୍କୁ କୈଫିୟତ୍ ଦେବାକୁ ପଡ଼ିପାରେ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାମ ସ୍ଥଗିତ ରହିଯାଇପାରେ।ସାମୂହିକ କଲ୍ୟାଣମୂଳକ କାମରେନିଜଲୋକମାନଙ୍କ ସହ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ସନ୍ଦେହି ମନ ହେତୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖି ଅଶାନ୍ତ ରହିବେ । ଖାଦ୍ୟପେୟ ଠିକ୍ ନ ରହିବା କାରଣରୁ ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି। ବନ୍ଧୁଙ୍କ ପ୍ରରୋଚନାରେ ତୀର୍ଥାଟନ କଥା ଚିନ୍ତା କରିପାରନ୍ତି।ପୁନର୍ବସୁ ନକ୍ଷତ୍ରର ଦୀର୍ଘଦିନପରେ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଖୁସି ହୋଇଯାଇପାରେ। ଅତୀତର ଅପୂର୍ଣ୍ଣ କାମକୁ ଆଜି ଅନ୍ୟମାନଙ୍କ ସାହାଯ୍ୟ ନେଇ ସମ୍ପୂର୍ଣ୍ଣ କରିବେ । ବନ୍ଧୁଙ୍କ ସହାୟତାରେ ଖୋଜୁଥ‌ିବା ଜିନିଷର ସନ୍ଧାନ ଡେରିରେ ମିଳିବ। ପରୋକ୍ଷ ଶତ୍ରୁତା ସାମୟିକ ଭାବରେ ଟେନ୍ସନ ସୃଷ୍ଟି କରିପାରେ।ଆତ୍ମୀୟମାନେ,…

Read More

ଆଜି ପ୍ରିୟଜନମାନଙ୍କ ସାନ୍ନିଧ୍ୟ ସାଙ୍ଗକୁ ପାରିବାରିକ ସମ୍ପର୍କ ଅତୁଟ ରହିବ। ଦ୍ବିଜା ନକ୍ଷତ୍ର ସକାଶେ ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ସ୍ୱାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ସୁଖି ରହିପାରିବେ ନାହିଁ।କାମ ହାସଲ କ୍ଷେତ୍ରରେ ଅଶ୍ବସ୍ତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ରୋହିଣୀ ନକ୍ଷତ୍ର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ଯାତ୍ରା ସମୟରେ କୌଣସି ବ୍ୟକ୍ତି ଦ୍ଵାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା, ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ। ଆଜି ବ୍ୟବସାୟ, ଯାତ୍ରା, ରାଜନୀତି, ସଭାସମିତି,।ପ୍ରତିଯୋଗିତା ଓ ସ୍ତ୍ରୀଙ୍କ ସ୍ବାସ୍ଥ୍ୟରେ ସନ୍ତୋଷ ଲାଭ କରିବେ। ମୃଗଶିରା ନକ୍ଷତ୍ରର ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ଆଲୋଚନା ସମୟରେ ବନ୍ଧୁଙ୍କ ଛୋଟିଆ କଥାଟିକୁ ବଡ଼ ଆକାରରେଚିନ୍ତା କରିପାରନ୍ତି। କାମଟି ହାତକୁ…

Read More

ଆଜି କର୍ମକ୍ଷେତ୍ରରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଭୁଲ୍ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ। ଅର୍ଥାଭାବ ହେତୁ ଅଟକି ରହିଥ‌ିବା କାମଗୁଡ଼ିକ ସଂପୂର୍ଣ୍ଣ ନ ହୋଇପାରେ।ଘର ସକାଶେ, ଜମିଜମା କ୍ରୟ ହେତୁକ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ଯ ହେବେ । କ୍ରୀଡ଼ା, ସଙ୍ଗୀତ, କଳା କିମ୍ବା ସାହିତ୍ୟ ଚର୍ଚ୍ଚାଦିରେ ସଫଳତା ପାଇପାରିବେ । ଆକସ୍ମିକ ଭାବରେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ। ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ଵଭାବ ଯୋଗୁ ବିଚଳିତ ହୋଇପାରନ୍ତି।ଚନ୍ଦ୍ର ଏବଂ ବୃହସ୍ପତିଙ୍କ ଷଡାଷ୍ଟିକ ସ୍ଥିତିଜନିତ କୌଣସି କାମ ସୁବିଧାରେ ହେବ ନାହିଁ । ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥ‌ିବା ମିତ୍ରମାନେ ମତ ବଦଳାଇ ଅସହଯୋଗ କରିପାରନ୍ତି । ଘରେ ବନ୍ଧୁ ମିଳନ ଆମୋଦ…

Read More

ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୂ ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ । ଆନୁଷଙ୍ଗିକ ସୁବିଧା ପାଇ ସାଙ୍ଗଠନିକ କାର୍ଯ୍ୟକୁ ତ୍ଵରାନ୍ବିତ କରିପାରିବେ। ପାରିବାରିକ ସମସ୍ୟା ବିଶେଷ ଭାବେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ଅସାବଧାନତା କାରଣରୁ ଅର୍ଥହାନିର ସମ୍ଭାବନା ରହିଛି।ବିଭିନ୍ନ ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ମୃଗଶିରା ନକ୍ଷତ୍ର ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯିବା ସମ୍ଭାବନା ରହିଛି।ସ୍ବାସ୍ଥ୍ୟ ସମସ୍ୟାଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ବନ୍ଦ୍ବରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ। ପୁନର୍ବସୁ ନକ୍ଷତ୍ର କଳା, ସାହିତ୍ୟ,…

Read More

ଆଜି କୃତ୍ତିକା ନକ୍ଷତ୍ରର ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝାମେଲା ମଧ୍ଯରେ ସମ୍ପନ୍ନ ହେବ। ବ୍ୟବସାୟ, ବାଣିଜ୍ୟ, ଯୋଗାଯୋଗ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧରୁ ଉପକୃତ ହେବେ। ଅତି ନିକଟରେ ରହୁଥ‌ିବା ବନ୍ଧୁଟି ଦ୍ବାରା କାମ ହାସଲ କରିପାରନ୍ତି।ବିଭିନ୍ନ ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ମୃଗଶିରା ନକ୍ଷତ୍ର ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯିବା ସମ୍ଭାବନା ରହିଛି।ସ୍ବାସ୍ଥ୍ୟ ସମସ୍ୟାଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ବନ୍ଦ୍ବରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ। ପୁନର୍ବସୁ ନକ୍ଷତ୍ର କଳା, ସାହିତ୍ୟ, ବାଣିଜ୍ୟ…

Read More

ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଅଭାବରୁ କାମରେ ଅଗ୍ରଗତି ହୋଇପାରିବ ନାହିଁ। ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ । କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ ହେବେ। କର୍ମକ୍ଷେତ୍ରରେ ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।ନୂତନ କର୍ମାରମ୍ଭ ପ୍ରୀତିପ୍ରଦ ରହିବା ସାଙ୍ଗକୁ ଅର୍ଥନୈତିକ ଦୃଷ୍ଟିକୋଣରୁ ଉନ୍ନତି କରିବେ । ବନ୍ଧୁଙ୍କ ନିକଟରୁ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ। ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।ବନ୍ଧୁମାନେ ଯେତେ ବିରୋଧ କଲେ ମଧ୍ୟ ଆପଣଙ୍କୁ କିଛି ଫରକ ପଡିବନାହିଁ । ପାରିବାରିକ କ୍ଷେତ୍ରରେ କୌଣସି ଦୃଢ ପଦକ୍ଷେପ ନେଲେ ଝମେଲା ଅଧ‌ିକ ବଢି ଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ,…

Read More