Hellow Everyone, Today we are publishing another odia short story. You can find other Short stories in our Odia Short Story portal. This story is a beautiful story. You must love this story. Hope you wil enjoy this story and will share with your friends and family.
Author: Subhashree
ସୁଖ, ସନ୍ତୋଷ ମିଳିପାରେ । କୌଣସି କାରଣରୁ ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସତର୍କତାର ଦିନ । ବ୍ୟବସାୟ ଲାଭଜନକ ହେବ । ମନରେ ସେବାଭାବ ଜାଗ୍ରତ ହୋଇପାରେ । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । କର୍ମକ୍ଷେତ୍ରରେ ପତ୍ନୀଙ୍କ ସହାୟତା ମିଳିବ । ବନ୍ଧୁ ସହାୟତା ପାଇ କାର୍ଯ୍ୟ ସଂପାଦନ କରିବେ । ନୂତନ ବିବାହ ପ୍ରସ୍ତାବ ଆସିପାରେ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସାମୟିକ ଭାବେ ସ୍ୱଳ୍ପ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ବଳଶାଳୀ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭ ହୋଇପାରେ…
ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ସୁଖକର ଘଟଣା ଘଟିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ରୁଚିକର ଭୋଜନ ମିଳିବ । ଆନନ୍ଦ ଉପଭୋଗ କରିବେ । ବନ୍ଧୁ ସହାୟତା ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି । ଋଣ ପରିଶୋଧ କରିବାରେ ସକ୍ଷମ ହେବେ । ପଢ଼ାପଢ଼ିରେ ମନୋନିବେଶ କରିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ସନ୍ତାନ ଲାଭ ହୋଇପାରେ । ମନୋବଳ ଦୃଢ଼ ରହିବ । କଠିନ ପରିଶ୍ରମର ସମ୍ମୁଖୀନ ହେଲେ ବି ତା’ର ମୂଲ୍ୟ ମିଳିବ…
ବନ୍ଧୁ ମିଳନ ଘଟିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ଭାବେ ସମ୍ବର୍ଦ୍ଧିତ ହୋଇପାରନ୍ତି । ନିରଳସ ଭାବେ କାର୍ଯ୍ୟ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କରିବେ । ଉନ୍ନତି ମାର୍ଗରେ ଆଗକୁ ବଢ଼ି ପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ସୁନାମ ମିଳିବ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ତେଜସ୍ୱୀ ହେବେ । ପ୍ରତିରୋଧର ସମ୍ମୁଖୀନ…
ବିଜ୍ଞ ବ୍ୟକ୍ତିଭାବେ ଦକ୍ଷତା ପ୍ରତିପାଦନ କରିବେ । ଉଚ୍ଚକୋଟୀର ଭାଷା ବ୍ୟବହାର କରିପାରନ୍ତି । ବିନୟୀ ହେବେ । ବିଦ୍ୟାରୂପକ ମହାଧନ ପ୍ରାପ୍ତ ହେବେ । ଦେବ ଗୁରୁଭକ୍ତ ହୋଇପାରନ୍ତି । କୀର୍ତ୍ତିମାନ୍ ହେବେ । ସନ୍ମାର୍ଗୀ ହେବେ । ଅପାର ଗୁଣର ଆଧାର ହୋଇପାରନ୍ତି । ଧନ ଧାନ୍ୟରେ ଭଣ୍ଡାର ପରିପୂର୍ଣ୍ଣ ହୋଇପାରେ । ଜଣେ ମହାନ୍ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । କୃଷି ଉପରେ ଧ୍ୟାନ ଦେବେ । ଯାନବାହନ ସୁଖ ମିଳିପାରେ । ଗୃହ ପରିବେଶ ପ୍ରଦୂଷଣ ମୁକ୍ତ ରହିବ । ଚତୁଷ୍ପଦ ପ୍ରାଣୀ ପ୍ରାପ୍ତ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବସ୍ତ୍ର ସହିତ ଧନଲାଭର ସୂଚନା ମିଳୁଛି । ଭୋଜନ ସୁଖ ମିଳିବ । ସୁଖ ଓ ପ୍ରସିଦ୍ଧି ପ୍ରାପ୍ତ ହେବେ । ନିଜ ବଳାର୍ଜିତ ଧନଭୋଗ କରିପାରନ୍ତି…
Hello Everyone, Today we are publishing another odia short story. You can find other stories in our Odia Short Story portal. you wil enjoy this odia story and will share with your friends and family.
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । ବଦଖର୍ଚ୍ଚୀ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ପୁପ୍ତବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଧାର୍ମିକ ଓ ତେଜସ୍ୱୀ ହେବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବା ଆଶାକରାଯାଏ । ମନୋବଳ ଦୃଢ଼ ରହିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫରେ…
Hellow Everyone, Today we are publishing another odia short story. You can find other Short stories in our Odia Short Story portal. This story is a beautiful story. You must love this story. Hope you wil enjoy this story and will share with your friends and family.
ଉଦାସ ସ୍ୱଭାବର ହୋଇପାରନ୍ତି; ମାତ୍ର ଶତ୍ରୁର ଉପସ୍ଥିତ ଆପଣଙ୍କୁ ବିବ୍ରତ କରିପାରେ । ବନ୍ଧୁ ସହାୟତା ପାଇ ଶତ୍ରୁକୁ ପରାଜିତ କରିପାରନ୍ତି । ମାନସିକ ଶାନ୍ତି ଫେରି ପାଇବେ । ଶୁଭକାର୍ଯ୍ୟ କରଣୀୟ ଋଣ ପରିଶୋଧ କରିପାରନ୍ତି । ସୁଖ ହାନିର ସୂଚନା ମିଳୁଛି; ମାତ୍ର ଅଧ୍ୟାପନାର ପ୍ରସ୍ତୁତି ପାଇଁ ଅଧ୍ୟୟନରତ ହେବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ଶୁଭ ସମାଚାର ପାଇ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସନ୍ତାନ ଲାଭ ହୋଇପାରେ । ମନରେ ଈର୍ଷାଭାବ ଜାଗ୍ରତ ହୋଇପାରେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମ ଯେତେ କଠିନ ହେଉ ପଛେ ତା’ର ମୂଲ୍ୟ ମିଳିବ । ଯାନବାହନ ସୁଖ ମିଳିବ । ସୁବର୍ଣ୍ଣ ସମ୍ପଦ ମିଳିପାରେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି…