ଖର୍ଚ୍ଚ ବୃଦ୍ଧି ହେବାର ସୂଚନା ମିଳୁଛି । ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି । କର୍ମଚଞ୍ଚଳ ରହିବେ । ମହିଳାମାନଙ୍କର ସାହାଯ୍ୟକାରୀ ହୋଇପାରନ୍ତି । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍କର୍ମରେ ନିଜକୁ ନିୟୋଜିତ କରିପରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିରସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । କରିତ୍କର୍ମା ହେବେ । ଶୁଭ ସମାଚାର ପାଇ ଉତ୍ଫୁଲ୍ଲିତ ହେବେ । କର୍ମକ୍ଷେତ୍ରରୁ ସଫଳତା ପାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଲାଭଜନକ ହେବ । ଦାନ ଦରିଦ୍ରଙ୍କର ସାହାଯ୍ୟକାରୀ ହେବେ । ଶୁଭକାର୍ଯ୍ୟ କରଣୀୟ । ବିବାଦରେ ବିଜୟୀ ହେବେ । କାର୍ଯ୍ୟର ସଫଳ ରୂପାୟନ କର ପ୍ରଶଂସାର ପାତ୍ର ହେବେ । କ୍ଷମତାର…
Author: Subhashree
ଶୁଭ ଖବରଟିଏ ମିଳିପାରେ । କର୍ମକ୍ଷେତ୍ରରୁ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । କୀର୍ତ୍ତିମାନ୍ ହେବେ । ସ୍ୱତ୍ୱାଧିକାର ପାଇ ସନ୍ତୁଷ୍ଟ ହେବେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । କ୍ଷମତାର ଅଭିବୃଦ୍ଧି ଘଟିବ; ତା’ର ସଦ୍ବ୍ୟବହାର କରି ଆତ୍ମସନ୍ତୋଷ ମିଳିବ । ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ । ଭକ୍ତି ରସାତ୍ମକ ପ୍ରବଚନ ଶୁଣିବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଯଥା ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ରାଜପ୍ରସାଦ ସଦୃଶ ଗୃହ ସୁଖ ମିଳିପାରେ । ନବବସ୍ତ୍ର ପରିଧାନ କରିପାରନ୍ତି । ଯାନବାହନ ସୁଖ ମିଳିବ; ମାତ୍ର ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ହେବେ । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ…
ନିଜ ପରିବାରର ଆଦର୍ଶବାଦୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାର୍ଦ ଚିତ୍ତ ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ସୁଖ ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି । ସୁଖୀ ହେବେ । ଧର୍ମାତ୍ମା ଓ ବିଦ୍ୱାନ୍ ହେବେ । ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ମିତ୍ରମାନେ କରଛଡ଼ା ଦେଇପାରନ୍ତି । ଜଳଯାତ୍ରା ନ କରିବା ଭଲ । ବ୍ୟବସାୟରୁ ଲାଭ ମିଳିବ । ବାଣିଜ୍ୟ ବେପାର ଲାଭରେ ଚାଲିବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ସ୍ୱକର୍ମ ପାଇଁ ମନରେ ଅହଂଭାବ ଆସିପାରେ । ଶାନ୍ତ ଓ…
ଦ୍ୱିଜା ନକ୍ଷତ୍ର ଜାତ ବ୍ୟକ୍ତି ବିଜୟୀ ସ୍ୱଭାବର ହେବେ । ଜଣେ ମହାନ୍ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ସତ୍ୟ ନିଷ୍ଠ ହେବେ । ପ୍ରବଳ ପ୍ରତାପୀ ହୋଇପାରନ୍ତି । ଅଶ୍ୱିନୀ ଓ କୃର୍ତ୍ତିକା ନକ୍ଷତ୍ର ଜାତ ବ୍ୟକ୍ତିର ସାମାନ୍ୟ ଶୁଭଫଳ । ରୋହିଣୀ ଓ ମୃଗଶରା ନକ୍ଷତ୍ର ଜାତ ବ୍ୟକ୍ତି ଅସୁସ୍ଥତା ଅନୁଭବ କରିପାରନ୍ତି । ଋଣ କାତର ହେବେ । ଅନଟନର ସମ୍ମୁଖୀନ ହୋଇପାରନ୍ତି । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଶୋକାତୁର ହେବା ଆଶା କରାଯାଏ । ମୃଗଶିରା ଓ ପୁନର୍ବସୁ ନକ୍ଷତ୍ର ଜାତ ବ୍ୟକ୍ତି ଆତୁରିତ ହୋଇପାରନ୍ତି । ଗୁଣହୀନ ହେଲେ ବି ମାୟାମତିଯୁକ୍ତ ହେବେ । ମୂଲ୍ୟବାନ୍ ଧାତୁଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି । ଆର୍ଦ୍ରା ନକ୍ଷତ୍ର ଜାତବ୍ୟକ୍ତି ସାମାନ୍ୟ ଶୁଭଫଳ ପ୍ରାପ୍ତ ହେବେ । ପୁନର୍ବସୁ ଓ ଅଶ୍ଳେଷା ନକ୍ଷତ୍ର ଜାତ ବ୍ୟକ୍ତି ରାଜତୁଲ୍ୟ ହେବେ ।…
ଉଦ୍ୟମ ଜାରି ରଖି କାର୍ଯ୍ୟର ସଫଳ ରୂପାୟନ କରିପାରନ୍ତି । ଅଧିକ କ୍ଷମତା ପାଇ ତା’ର ସଦ୍ବ୍ୟବହାର କରିବେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭଗବତ ପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆର୍ଥିକ ସ୍ଥିତି ନିମ୍ନଗାମୀ ହେବାର ସୂଚନା ମିଳୁଛି । ଶୁଭକାର୍ଯ୍ୟ ବର୍ଜନୀୟ । ପାରିବାରିକ ଅଶାନ୍ତିକୁ ଦୂର କରିବାକୁ ଚେଷ୍ଟା କରିପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରିୟ ଲୋକ ପାଖ ଛଡ଼ା ଦେବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ । ବହୁ ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ପ୍ରିୟ ବନ୍ଧୁଙ୍କ ସହାୟତା ପାଇ ଅସଂପୂର୍ଣ୍ଣ କାର୍ଯ୍ୟକୁ ସଂପୂର୍ଣ୍ଣ କରିପାରନ୍ତି । ସୁଖାଦ୍ୟ ପାଇ ଆନନ୍ଦ ଉପଭୋଗ କରିବେ । ଶତ୍ରୁକୁ ପରାଜିତ କରି ମାନସିକ ସ୍ତରରେ ଶାନ୍ତି ପାଇବେ…
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବହୁ ସୁଖର ଅଧିକାରୀ ହେବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ମିତ୍ରମାନେ ପାଖଛଡ଼ା ଦେଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ସ୍ୱକର୍ମ ଓ ସାଧନା ପାଇଁ ମନରେ ଅହଂଭାବ ଆସିପାରେ । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବା ଆଶା କରାଯାଏ । ପତ୍ନୀଙ୍କ ଉପଦେଶ କଲ୍ୟାଣକର ହେବ । ବଦଖର୍ଚ୍ଚି ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ ।…
ପ୍ରତିହିଂସା ପରାୟଣ ହୋଇପାରନ୍ତି । ଅର୍ଥ ଟାଣ-ଟୁଣ ରହିପାରେ । ଦୁଶ୍ଚିନ୍ତା ମଧ୍ୟଦେଇ ଗତି କରିବେ । ସତ୍ସଙ୍ଗୀ ହେବେ । ନିଜ ବନ୍ଧୁବାନ୍ଧବଙ୍କ ପ୍ରତି ଅନୁରକ୍ତି ରହିବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ । ବହୁ ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ବନ୍ଧୁ ସହାୟତା ମିଳିବ । ଆନନ୍ଦ ଉପଭୋଗ କରିବେ । ଶତ୍ରୁ ପରାଜିତ ହେବ । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ସୁ ସମ୍ୱାଦ ପାଇ ଖୁସି ହେବେ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ସାବ୍ୟସ୍ତ ହୋଇଛି । ଭଲ ଆୟ ହେବ । ଋଣ ପରିଶୋଧ କରିପାରନ୍ତି । ଶାସ୍ତ୍ର ଅଧ୍ୟୟନରେ…
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । କେତେକ ପ୍ରିୟ ଲୋକ କରଛଡ଼ା ଦେଇପାରନ୍ତି । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ । ବନ୍ଧୁ ସହଯୋଗ ପାଇ ଆନନ୍ଦ ଅନୁଭବ କରିପାରନ୍ତି । ଅବିବାହିତମାନଙ୍କର ବିବାହ ସମ୍ବନ୍ଧ ମନୋରମା କନ୍ୟା ସହ ସ୍ଥିର ହୋଇପାରେ । ସୁବର୍ଣ୍ଣାଦି ମୂଲ୍ୟବାନ୍ ଧାତୁ ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି । ପତ୍ନୀ ଆପଣଙ୍କୁ ପତନ ମୁଖରୁ ରକ୍ଷା କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ ପଦସ୍ଥ କର୍ମକର୍ତ୍ତାଙ୍କର ପ୍ରିୟଭାଜନ ରି ହେବେ । ଶତ୍ରୁ ବୃଦ୍ଧି ହେଲେ ବି ତା’ର ମୁକାବିଲା କରିପାରନ୍ତି । ଉପଯୁକ୍ତ କର୍ମାନୁରକ୍ତ ହେବେ । ସତର୍କତାର ସହ ଚଳିବାକୁ ପଡ଼ିବ । ଶତ୍ରୁଯେତେ ବଳବାନ୍ ହେଲେ ବି ତାକୁ ପରାସ୍ତ କରି ମାନସିକ ଶାନ୍ତି ଫେରି…
ବହୁ ସୁଖକର ଘଟଣା ଘଟିପାରେ । ସ୍ୱକର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିପାରନ୍ତି । ବାଣିଜ୍ୟ କାରବାର ଭଲ ହେବ । ବନ୍ଧୁ ସାହାଯ୍ୟ ମିଳିବ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ବାଦ ପାଇ ଖୁସି ହେବେ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଋଣ ପରିଶୋଧ କରିବାରେ ସକ୍ଷମ ହେବେ । ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଉତ୍ଫୁଲ୍ଲିତ ହେବେ । ଭଲ, ମନ୍ଦ, ମିଶ୍ରିତ ଫଳ ମିଳିପାରେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆଖିରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ପରିଶ୍ରମ ଯେତେ କଠିନ…
ବ୍ୟବସାୟ ମର୍ଯ୍ୟାଦାଜନକ ଓ ଲାଭଯୁକ୍ତ ହେବ । ସ୍ୱଇଚ୍ଛାରେ ସେବା କାର୍ଯ୍ୟ ଗ୍ରହଣ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ କଲ୍ୟାଣକାରୀ ହୋଇପାରେ । ମନରେ ଅହଂଭାବ ଆସିପାରେ । ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧାଭାବ ରହିବ । ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସା ମିଳିବ । କର୍ମଚଞ୍ଚଳ ରହିବେ । ଆସନ୍ନ ପ୍ରସବା ଥିଲେ କନ୍ୟା ରତ୍ନ ପ୍ରାପ୍ତ ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ । ବ୍ୟବସାୟ ଭଲରେ ଚାଲିବ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଉତ୍ତମ…