About Odisha

ଆଜି କୃତ୍ତିକା ନକ୍ଷତ୍ରର ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝାମେଲା ମଧ୍ଯରେ ସମ୍ପନ୍ନ ହେବ। ବ୍ୟବସାୟ, ବାଣିଜ୍ୟ, ଯୋଗାଯୋଗ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ ।…

ସମସ୍ୟା ଆସିଲେ ମଧ୍ଯ କୌଶଳରେ କାର୍ଯ୍ୟ ସାଧନା କରିପାରିବେ। ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିପାରନ୍ତି। ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ…

ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ବୃହସ୍ପତି ଅବସ୍ଥାନ କରି ଗଜକେଶରୀ ଯୋଗ ସୃଷ୍ଟି କରୁଥିବାରୁ ଅଭିଳଷିତ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ସପ୍ତମସ୍ଥ ଶୁକ୍ର ବ୍ୟବସାୟିକ ସ୍ଥିତି, କ୍ରୀଡ଼ା,…