Odia Rashiphala

ଆୟ ଆଶାନୁରୂପ ହୋଇପାରେ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ହେବେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ଓ ନିରାମୟ ରହିବେ ।…

ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ…

ଦାନଧର୍ମରେ ଦୀକ୍ଷିତ ହୋଇ ବହୁ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ପୁଣ୍ୟବାନ୍ ହେବେ । ଶୁଦ୍ଧ ସ୍ୱଭାବ ସମ୍ପନ୍ନ ହୋଇପାରନ୍ତି । ଜନବଲ୍ଲଭ ହେବେ । ଅଧିକ…

ଦ୍ୱିଜା ନକ୍ଷତ୍ର ବ୍ୟକ୍ତିର ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ନାନାବିଧ ସମ୍ମାନର ଅଧିକାରୀ ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର…

ଶୁଭ ସମାଚାର ମିଳିପାରେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି ।…

କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ…

ସେବା ମନୋଭାବର ହୋଇପାରନ୍ତି । କାର୍ଯ୍ୟରେ ସଫଳତା ମିଳିବ । ଅଧିକ କ୍ଷମତା ହାସଲ କର ତା’ର ସଦ୍‌ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ…

ଉଚ୍ଚ ପଦପଦବୀ ଲାଭ କରିପାରନ୍ତି । ବହୁ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ସନ୍‌ମାର୍ଗୀ ହେବେ । ସରକାରୀ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଦୁଃସାହସିକ…

ଆନନ୍ଦ ଉତ୍ସବ ଲଗି ରହିବ । ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି ।…

ପ୍ରୀତି ଲାଭ କରିପାରନ୍ତି । ସୁଖକର ଘଟଣା ଘଟିପାରେ । କର୍ମକ୍ଷେତ୍ରରୁ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି ।…