![]() | ବୁଲିବାରେ ଅଧିକ ସମୟ ବ୍ୟୟ କରିବେ ବାଲ୍ୟ ବନ୍ଧୁ ସହିତ ଦେଖା ହୋଇପାରେ। ନୂଆ କାର୍ଯ୍ୟରେ ଆଗ୍ରହ ବଢ଼ିବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। |
![]() | କୌଣସି ବ୍ୟକ୍ତିଙ୍କ ମାଧ୍ୟମରେ ଆପଣଙ୍କୁ ଅଶାଠୁଁ ଅଧିକ ଲାଭ ହେବ। କର୍ମଜୀବୀ ମହିଳା ନୂଆ କୌଶଳ ଶିଖିବେ। ବନ୍ଧୁ ତାଲିକାରେ ଭଲ ଲୋକ ଯୋଡ଼ିବେ ଛାତ୍ରଙ୍କୁ ସୁସମ୍ବାଦ ମିଳିବ। |
![]() | ବିଶେଷ କାର୍ଯ୍ୟ ଶୀଘ୍ର ସମାପ୍ତ କରିଦେବେ। ଅଫିସରେ ପଦୋନ୍ନତିର ଆଭାସ ପାଇବେ। ବ୍ୟବସାୟରେ ଧନଲାଭ ହେବ। ବିଦ୍ୟାର୍ଥୀଙ୍କୁ ପରିଶ୍ରମର ସୁଫଳ ମିଳିବ। |
![]() | ଅଧୁରା ଥିବା କାମ ପୂରା କରିପାରିବେ ଅଫିସରେ ବରିଷ୍ଠ ଅଧିକାରୀଙ୍କ ସହିତ ଘନିଷ୍ଠତା ବଢ଼ିବ। ଦାମ୍ପତ୍ୟ ଜୀବନରେ ଖୁସି ରହିବେ। ଅଚାନକ ଖର୍ଚ୍ଚ ବଢିପାରେ। |
![]() | ଆପଣ ଭାବିଥିବା କାମ ପୂରା କରିବେ। ଉପରିସ୍ଥ କର୍ମଚାରୀ ଆପଣଙ୍କ କାମ ଦେଖି ଖୁସି ହେବ। ପିଲାମାନଙ୍କ ଲାଗି ଦରକାରୀ ଜିନିଷ କିଣିବେ। |
![]() | ଯେକୌଣସି କାମ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ ପରିଶ୍ରମର ସଂପୂର୍ଣ ଫଳ ଆପଣଙ୍କୁ ମିଳି ନ ପାରେ। ମହିଳାମାନଙ୍କୁ ପରିବାରର ପୂରା ସହଯୋଗ ମିଳିବ। |
![]() | ଦିନଟି ପୂର୍ବ ଅପେକ୍ଷା ଭଲ ରହିବ। ଧନଲାଭର ଯୋଗ ରହିଛି। ଆପଣଙ୍କ ମନ ପସନ୍ଦ କଂପାନିରୁ ସାକ୍ଷାତକାର ଲାଗି ଡାକରା ଆସିବ। ପ୍ରେମିକ ସହିତ ସମ୍ବନ୍ଧ ଭଲ ରହିବ। |
![]() | ସନ୍ତାନ ଆପଣଙ୍କୁ ଭଲ ସମାଚାର ଦେବେ ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ଆର୍ଥିକ ମାମଲାରେ ଆପଣଙ୍କୁ ବହୁତ ଲାଭ ହେବ। ଛାତ୍ରଙ୍କ ଲାଗି ଦିନଟି ଭଲ। |
![]() | ପୂର୍ବ କଥାକୁ ନେଇ ମନସ୍ତାପରେ ରହିବେ। ଖର୍ଚ୍ଚ ବଢ଼ିବା ହେତୁ ଚିନ୍ତିତ ହୋଇପାରନ୍ତି ନୂଆ କାମ ଆରମ୍ଭ କରିବାରୁ ନିବୃତ୍ତ ରୁହନ୍ତୁ। ବନ୍ଧୁ ସହିତ ମତଭେଦ ହୋଇପାରେ। |
![]() | ଅନ୍ତରଙ୍ଗ ବନ୍ଧୁ ସହିତ ଦେଖାହେବା ଯୋଗୁଁ ମନ ଖୁସି ହୋଇଯିବ। ସରକାରୀ ଚାକିରିଆ ଭଲ ଖବର ପାଇବେ। ଜୀବନସାଥୀଙ୍କ ସହିତ ସମୁନ୍ଧରେ ମଧୁରତା ବଢ଼ିବ। |
![]() | ସାମାଜିକ କାର୍ଯ୍ୟରେ ଯୋଗ ଦେବାର ସୁଯୋଗ ମିଳିପାରେ। ନିଜ କାମରେ ଅଧିକ ଖର୍ଚ୍ଚ କରିପାରନ୍ତି। ସାଥିରେ କାମ କରୁଥିବା ଲୋକେ ଆପଣଙ୍କ ଉପରେ ଖୁସି ରହିବେ। |
![]() | ଆୟରେ ବୃଦ୍ଧି ହେବ। ପାରିବାରିକ ଦାୟିତ୍ୱ ସଂପୂର୍ଣ କରିପାରିବେ। ନୂଆ ଲୋକଙ୍କ ସହିତ ବନ୍ଧୁତା ସ୍ତାପନ ହେବ। ପ୍ରତିଯୋଗିତା ମୂଳକ ପରୀକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ। |