![]() |
ଉଦାର ଚରିତଯୁକ୍ତ ହୋଇପାରନ୍ତି।ଦାନ-ଧର୍ମକୁ ଶ୍ରେୟ ମଣିବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ଜଣେ ଆଦର୍ଶ କୃଷକଭାବେ ଚାଷୀଙ୍କୁ ଦିଗ୍ଦର୍ଶନ ଦେବେ। |
![]() |
ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି।ଥଣ୍ଡାରେ ଆକ୍ରାନ୍ତ ହୋଇପାରନ୍ତି।ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ଭାବ ଅତୁଟ ରହିବ। ସର୍ବତ୍ର ବିଜୟୀ ହେବେ। |
![]() |
ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧୁରଭାଷୀ,ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ୱଭାବ, ବିଦ୍ୟାପ୍ରେମୀ ହେବେ। ମିତ୍ର୍ ସୁଖ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅର୍ଥ ମିଳିବ। |
![]() |
ଐଶ୍ୱର୍ଯ୍ୟପ୍ରାପ୍ତି ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନ-ସମ୍ପଦ ଭରପୂର ରହିବ। ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିବେ। ସୁଷମ ଖାଦ୍ୟ ସ୍ୱାସ୍ଥ୍ୟପ୍ରଦ ହେବ। |
![]() |
କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ବାସକୁ ଇଚ୍ଛା କରିବେ। ମଧୁର କଥାରେ ଶତ୍ରୁକୁ ବଶ କରିପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ। |
![]() |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ବହୁ ବିଦ୍ୟାରେ ଜ୍ଞାନୀ ଓ ସମାଜରେ ଯଶ ଅର୍ଜନ କରିପାରନ୍ତି। |
![]() |
କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ।ସୁଖୀ ଓ ଯଶସ୍ୱୀ ହେବେ। ନିଜ ପରିବାର ଉପରେ ସ୍ନେହସଦ୍ଦିଚ୍ଛା ଭାବ ରହିବ। |
![]() |
ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ପ୍ରବଳ ଉଦ୍ୟୋଗୀ ହେବେ। ପାରିବାରିକ ସୁଖ ମିଳିବ। |
![]() |
ସ୍ୱାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। କାର୍ଯ୍ୟରେ ବିଘ୍ନ ଘଟାଇବାକୁ ଉଦ୍ୟମ କରିଥିବା ବ୍ୟକ୍ତି ବିଫଳିତ ହେବେ। ଶଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡିବ। ସତର୍କରେ ଚଳିବେ। |
![]() |
ବ୍ୟବସାୟ ଲାଭଜନକ ହେବ। ସମାଜସେବା କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି। ମନରେ ଅହଂଭାବ ଆସିପାରେ। |
![]() |
ଅନାବଶ୍ୟକ ଖର୍ଚ୍ଚରୁ ଓହରି ମିତବ୍ୟୟୀ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଅତୁଳିତ ବଳବାନ୍ ହୋଇ ଶତ୍ରୁହନ୍ତା ହେବେ। ଚାକିରିରେ ସନାମ ଅର୍ଜନ କରିବେ। |
![]() |
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। |