OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Friday 1st July 2022

Odia Rashiphala

Odia Rashiphala

ଉଦାର ଚରିତଯୁକ୍ତ ହୋଇପାରନ୍ତି।ଦାନ-ଧର୍ମକୁ ଶ୍ରେୟ ମଣିବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ଜଣେ ଆଦର୍ଶ କୃଷକଭାବେ ଚାଷୀଙ୍କୁ ଦିଗ୍‌ଦର୍ଶନ ଦେବେ।
ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି।ଥଣ୍ଡାରେ ଆକ୍ରାନ୍ତ ହୋଇପାରନ୍ତି।ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ଭାବ ଅତୁଟ ରହିବ। ସର୍ବତ୍ର ବିଜୟୀ ହେବେ।
ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧୁରଭାଷୀ,ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ୱଭାବ, ବିଦ୍ୟାପ୍ରେମୀ ହେବେ। ମିତ୍ର୍ ସୁଖ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅର୍ଥ ମିଳିବ।
ଐଶ୍ୱର୍ଯ୍ୟପ୍ରାପ୍ତି ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନ-ସମ୍ପଦ ଭରପୂର ରହିବ। ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିବେ। ସୁଷମ ଖାଦ୍ୟ ସ୍ୱାସ୍ଥ୍ୟପ୍ରଦ ହେବ।
କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ବାସକୁ ଇଚ୍ଛା କରିବେ। ମଧୁର କଥାରେ ଶତ୍ରୁକୁ ବଶ କରିପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ବହୁ ବିଦ୍ୟାରେ ଜ୍ଞାନୀ ଓ ସମାଜରେ ଯଶ ଅର୍ଜନ କରିପାରନ୍ତି।
କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ।ସୁଖୀ ଓ ଯଶସ୍ୱୀ ହେବେ। ନିଜ ପରିବାର ଉପରେ ସ୍ନେହସଦ୍ଦିଚ୍ଛା ଭାବ ରହିବ।
ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ପ୍ରବଳ ଉଦ୍ୟୋଗୀ ହେବେ। ପାରିବାରିକ ସୁଖ ମିଳିବ।
ସ୍ୱାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। କାର୍ଯ୍ୟରେ ବିଘ୍ନ ଘଟାଇବାକୁ ଉଦ୍ୟମ କରିଥିବା ବ୍ୟକ୍ତି ବିଫଳିତ ହେବେ। ଶଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡିବ। ସତର୍କରେ ଚଳିବେ।
ବ୍ୟବସାୟ ଲାଭଜନକ ହେବ। ସମାଜସେବା କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି। ମନରେ ଅହଂଭାବ ଆସିପାରେ।
ଅନାବଶ୍ୟକ ଖର୍ଚ୍ଚରୁ ଓହରି ମିତବ୍ୟୟୀ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଅତୁଳିତ ବଳବାନ୍ ହୋଇ ଶତ୍ରୁହନ୍ତା ହେବେ। ଚାକିରିରେ ସନାମ ଅର୍ଜନ କରିବେ।
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments