![]() |
ବହୁବ୍ୟକ୍ତି ଶୁଭେୁ୍ଚ୍ଛା ଗ୍ରହଣ କରି ସେମାନଙ୍କ ସହିତ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି।ଐଶ୍ୱର୍ଯ୍ୟ ପ୍ରାପ୍ତି ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। |
![]() |
କର୍ମଚଞ୍ଚଳ ରହିବେ। ନିରୋଳା ସ୍ଥାନରେ ଧ୍ୟାନରତ ହୋଇପାରନ୍ତି। ଥଣ୍ଡାକଫଜନିତ ଓ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁର ବ୍ୟବହାରରେ ପରକୁଆପଣାର କରିବେ। ଖର୍ଚ୍ଚାନ୍ତ ଯୋଗ ଅଛି। |
![]() |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ।ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ମିଳିବ। ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। |
![]() |
ମନ ପ୍ରସନ୍ନ ରହିବ। ଚେତନାର ଉଜ୍ଜ୍ୱଳ ପ୍ରଦୀପ ହୋଇପାରନ୍ତି।ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି।ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ରହିବ। |
![]() |
ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି।ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। |
![]() |
ସ୍ୱାଭିମାନୀ ହେବେ।ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନି। ଧର୍ଯ୍ୟ ଓ ସାହସର ସହିତ ଆଶୁବିପଦର ମୁକାବିଲା କରିପାରନ୍ତି। ସାରାଦିନ ସତର୍କରେ ଚଳିବେ। |
![]() |
ଅନାବଶ୍ୟକ ଖର୍ଚ୍ଚକୁ ପ୍ରତ୍ୟାଖ୍ୟାନ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ।ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। |
![]() |
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦିବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ଯୁକ୍ତ ହେବେ। |
![]() |
ଉଦାର ସ୍ୱଭାବର ହୋଇପାରନ୍ତି।ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। |
![]() |
ମନ ପ୍ରସନ୍ନ ରହିବ। ଆତ୍ମବିଶ୍ୱାସୀ ହେବେ। ଭାଷା ମଧରୁ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେ୍ମୀ ଓ ବିଦ୍ୱାନ୍ ହେବେ। ଭଉଣୀଠାରୁ ଧନ ପ୍ରାପ୍ତି ହୋଇପାରେ। |
![]() |
ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ,ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ପାଇ କୃତଜ୍ଞ ହେବେ। ଧନାଗମ ହେବ। |
![]() |
ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ। କରିତକର୍ମା ହେବେ। ପ୍ରତିଯୋଗତିାରେ କୃତିତ୍ୱ ଅର୍ଜନ କରିବେ। ସର୍ବସୁଖର ଅଧିକାରୀ ହୋଇପାରନ୍ତି । ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତ ହେବେ। |