OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Monday 19th September 2022

Odia Rashiphala

Odia Rashiphala

ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ। ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ। ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ।
ପ୍ରତିଟି କାମ ମନଦେଇ କଲେ ସଫଳତା ପାଇବେ। ଜୀବନସାଥୀଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ।
ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ ରହିବ। ନିତିଦିନିଆ କାମ ସହଜରେ ପୁରା ହୋଇଯିବ। ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାର୍ଯ୍ୟ କରିବେ।
କାର୍ଯ୍ୟଷେତ୍ରରେ ଧନଲାଭର ନୂଆ ଉତ୍ସ ତଲାସ କରିବେ।ସଂଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ। ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ।
ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ସୁଯୋଗ ପାଇବେ। ନୂଆ ବେପାର ଆରମ୍ଭ କରିବା ପାଇଁ ଭାଵିବେ। ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ।
ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ। ସାମାଜିକ ସଂସ୍କାର କାମରେ ସହଯୋଗ କରିବେ। ଘରୋଇ ଦାୟିତ୍ଵ ନେଇ ପରିବାର ଲୋକଙ୍କ ସହ କଥା ହେବେ।
ବ୍ୟବସାୟ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ।
ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। ବଡ଼ କଂପାନିରୁ ଚାକିରି ପାଇଁ ଡାକରା ଆସିବା ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଅଚାନକ ଧନଲାଭ ହେବ।
ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ। କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି।
ଆପଣଙ୍କ ବ୍ୟବହାର ଦ୍ବାରା ଲୋକମାନେ ପ୍ରଭାବିତ। ହେବେ ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷ ଶୁଭ ଖବର ପାଇବେ।
ସାମାଜିକ ଗଣମାଧ୍ୟମରେ ଯାହାଙ୍କୁ ବନ୍ଧୁ ଭାବେ ଗ୍ରହଣ କରିବେ ତାଙ୍କ ସହ ବନ୍ଧୁତା ଦୀର୍ଘ ଦିନ ଧରି ରହିବ। ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ।
ବନ୍ଧୁ ସହ କଥାବାର୍ତା କଲେ ଭଲ ପରାମର୍ଶ ପାଇବେ। ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ପାଇବେ। ଦାମ୍ପତ୍ୟ ଜୀବନ ସଜାଡ଼ିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments