![]() |
ଅଶ୍ୱିନୀ ଓ କୃତ୍ତିକା ନକ୍ଷତ୍ରଜାତ ବ୍ୟକ୍ତି ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ଶାନ୍ତିପ୍ରିୟ,ସହନଶୀଳ, ମଧୁରଭାଷୀ ହେବେ। ଧନଶାଳୀ ହୋଇପାରନ୍ତି। ଦ୍ୱିଜା ନକ୍ଷତ୍ରକୁ ମଧ୍ୟ ଧନ ମିଳିବ। |
![]() |
ମୃଗଶିରା ଓ କୃତ୍ତିକା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଆୟ ଆଶାନୁରୂପ ହେବ। ଐଶୂର୍ଯ୍ୟ ପ୍ରାପ୍ତି ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ରୋହିଣୀ ନକ୍ଷତ୍ରର ସ୍ୱଳ୍ପ ଆୟ ହେବ। |
![]() |
ମୃଗଶିରା ଓ ଆର୍ଦ୍ରା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ମାର୍ଜିତ ଓ ମଧରୁ ଭାଷା ପରକୁ ଆପଣାର କରିବ। ବ୍ୟବସାୟରେ ଲାଭ ଇଚ୍ଛାକଲେ ଅଧିକ ପୁଞ୍ଜି ବିନିଯୋଗ କରିବାକୁ ପଡିବ। ପନୁର୍ବସରୁ ଅଧିକ ବ୍ୟୟ ହେବ। |
![]() |
ପୁଷ୍ୟା ନକ୍ଷତ୍ରଜାତ ବ୍ୟକ୍ତି ସୁସ୍ଥ ରହିବେ। ଲୋକପ୍ରିୟତା ଅର୍ଜନକରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ମିଳିବ। ପନୁର୍ବସୁ ଓ ଅଶ୍ଲେଷା ନକ୍ଷତ୍ରରେ ସାମାନ୍ୟ ଶୁଭ। |
![]() |
ମଘା ଓ ଉତ୍ତରା ଫାଲ୍ଗୁନୀ ନକ୍ଷତ୍ରଜାତ ବ୍ୟକ୍ତି କୁଳ ଉଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟରୁଲାଭ ପାଇବେ। ଯଶସ୍ୱୀ ହେବେ। ପର୍ବା ଫାଲଗୁନୀ ନକ୍ଷତ୍ରର ସାମାନ୍ୟ ଶୁଭ। |
![]() |
ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା ନକ୍ଷତ୍ରଜାତ ବ୍ୟକ୍ତି ଭାଗ୍ୟଶାଳୀ ହୋଇପାରନ୍ତି।ଦିନଟି ସୁଖ- ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ୱାନ୍ ଓ ସାହସୀ ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ। ହସ୍ତା ନକ୍ଷତ୍ରର ସାମାନ୍ୟ ଶୁଭ। |
![]() |
ଚିତ୍ରା ଓ ସ୍ୱାତୀ ନକ୍ଷତ୍ରଜାତ ବ୍ୟକ୍ତି ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟରେ ଲାଭବାନ୍ ହେବେ। ଉତ୍ତମ ବଂଶରୁ କନ୍ୟା ଆଣିପାରନ୍ତି। ବିଶାଖା ନକ୍ଷତ୍ର ଜାତ ବ୍ୟକ୍ତିଙ୍କୁସତର୍କରେ ଚଳିବାକୁ ପଡିବ। |
![]() |
ଅନୁରାଧା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ବିଶାଖା ଓ ଜ୍ୟେଷ୍ଠା ନକ୍ଷତ୍ର କିଛିଟା ଶୁଭ ଫଳ ଅଛି। |
![]() |
ମୂଳା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଭ୍ରାତୃ ଭାବ ଅତୁଟ ରହିବ।ସୁସ୍ଥ୍ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁର ମନ କିଣିବାରେ ପାରଙ୍ଗମ ହେବେ। ପୂର୍ବାଷାଢ଼ା ଓ ଉତ୍ତରଷାଢ଼ାର ସାମାନ୍ୟ ଶୁଭ। |
![]() |
ଧନିଷ୍ଠା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ଶ୍ରବଣା, ଉତ୍ତରାଷାଢ଼ାର ସାମାନ୍ୟ ଆୟ ହେବ। |
![]() |
ଶତଭିଷା ନକ୍ଷତ୍ରଜାତ ବ୍ୟକ୍ତି ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ପୂର୍ବଭାଦ୍ରର ସାମାନ୍ୟ ଶୁଭ। ଧନିଷ୍ଠାର ଭଲ ଆୟ ହେବ। |
![]() |
ଉତ୍ତର ଭାଦ୍ର ନକ୍ଷତ୍ରଜାତ ବ୍ୟକ୍ତିଙ୍କ ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ଭାଷା ମଧରୁ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ପୂର୍ବଭାଦ୍ର ଓ ରେବତୀ ନକ୍ଷତ୍ରର ସାମାନ୍ୟ ଶୁଭ। |