OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Monday 6th Jun 2022

Odia Rashiphala

Odia Rashiphala

ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି।କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି୍ ବିଭିନ୍ନ ଦିଗରୁଆସିବ। ଆଦର୍ଶ ବ୍ୟକ୍ତତ୍ୱ ସମ୍ପନ୍ନ ହେବେ।
ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷିରୁ ଲାଭବାନ୍ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ମନ ପ୍ରସନ୍ନ ରହିବ। ଆତ୍ମବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ୍ତ ହେବ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ଭାବ ଅତୁଟ ରହିବ। ବନ୍ଧୁପ୍ରେମୀ, ଧାର୍ମିକ ଓ ବିଦ୍ୱାନ୍‌ ହେବେ। ସର୍ବତ୍ର ବିଜୟୀ ହେବେ।
ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ,ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ। ଧନାଗମ ହେବ।
ଐଶୂର୍ଯ୍ୟ ପ୍ରାପ୍ତି ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭୋଜନ ରୁଚିକର ହେବ। ଚିନ୍ତାଧାରା ଉନ୍ନତମାନର ହେବ।
କର୍ମଚଞ୍ଚଳ ରହିବେ। ବ୍ୟବହାର ଓ ଭାଷାର ମାଧୁରିମା ପରକୁ ଆପଣାର କରିବ। ଏକାନ୍ତରେ ମୌନ ରହି ସାଧନାରେ ବ୍ରତୀ ହୋଇପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।
ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବ।
ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ୍ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଅକ୍ଷୟ ଯଶର ଅଧିକାରୀ ହେବେ। ନିଜ ପରିବାର ପ୍ରତି ସ୍ନେହଭାବ ରହିବ।
ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ଦିନଟି ସୁଖ, ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅର୍ଥ ମିଳିବ।
ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ଧର୍ଯ୍ୟର ସହିତ ଆଶୁବିପଦର ମକୁାବିଲା କରିବାରେ ସକ୍ଷମ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସତର୍କରେ ଚଳିବେ।
ଜ୍ୟୋତିର୍ମୟ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ପରୋପକାର କରି କୃପାନିଧାନଙ୍କ କୃପାପାତ୍ର ହେବେ। ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ନିୟୋଜିତ ହେବେ। ବ୍ୟବସାୟ ଲାଭଜନକ ହେବ।
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି।ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments