![]() |
ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟଅତ୍ୟନ୍ତ ଲାଭପ୍ରଦ ହେବ। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ଅହଂଭାବକୁ ସମର୍ପି ଦେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ। |
![]() |
ବଦଖର୍ଚ୍ଚୀ ହୋଇପାରନ୍ତି। ସାମାନ୍ୟ ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଶରୀର ସୁସ୍ଥ ରହିବ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିରେ ସ୍ୱନାମଧନ୍ୟ ହେବେ। |
![]() |
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ସମ୍ମାନିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ତେଜସ୍ୱୀ ହେବେ। |
![]() |
ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମରେ ଲାଭବାନ୍ ହେବେ। ଯାନବାହନ ସୁଖ ମିଳିବ। |
![]() |
ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ପ୍ରେମୀ, ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ ହେବେ। |
![]() |
ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ରଯୁକ୍ତ ଓ ବିଦ୍ୟାପ୍ରେମୀ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। କୀର୍ତ୍ତୀମାନ ହେବେ। ଧନାଗମର ସୂଚନା ମିଳୁଛି। |
![]() |
ରୋଜଗାର ଊଣା ହେବ ନାହିଁ। ଐଶୂର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ମୋକଦ୍ଦମା ଖର୍ଚ୍ଚ ମିଳିବ। |
![]() |
କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ସିଦ୍ଧିପ୍ରାପ୍ତ ହୋଇପାରନ୍ତି। ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି।ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମକାର୍ଯ୍ୟରେ ବ୍ୟୟ ବଢିବ। |
![]() |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। |
![]() |
ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ।ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। |
![]() |
ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। |
![]() |
ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି।ଧର୍ଯ୍ୟ ଓ ସାହସର ସହିତ ଆଶୁ ବିପଦର ମୁକାବିଲା କରିବେ। ସତର୍କରେ ଚଳିବାକୁ ପଡିବ। |