OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Saturday 28th May 2022

Odia Rashiphala

Odia Rashiphala

ଆୟ ଆଶାନୁରୂପ ହେବ। ଐଶୂର୍ଯ୍ୟ ପ୍ରାପ୍ତିର ସଚନା ମିଳୁଛି। ରଣକ୍ଷେତ୍ରରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ଦାମ୍ପତ୍ୟ ସୁଖ ମିଳିବ। ସୁସ୍ଥ ଓ ନିରାମୟ ରହିବେ।
କର୍ମଚଞ୍ଚଳ ରହିବେ। ଏକାନ୍ତରେ ସାଧନାରତ ହୋଇପାରନ୍ତି। ମଧୁର ଭାଷାରେ ପରକୁ ଆପଣାର କରିବେ। ଅଂଶୁଘାତ ପ୍ରତି ସତର୍କ ରହିବାକୁ ପଡିବ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଆର୍ଥିକ ଅନୁଦାନ ପ୍ରାପ୍ତ ହେବେ।
ବଭିନ୍ନ ସ୍ତରରୁ ସହଯୋଗ ମଳିବ। ଅଧିକ ଞାନ ଅର୍ଜନ ପାଇଁ ଆଗ୍ରହୀ୍ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରପିାରନ୍ତି । ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ଓ ସମ୍ମାନପ୍ରାପ୍ତ ହେବେ।
କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ।ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛାଭାବ ରହିବ।
ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ପ୍ରତିହିଂସା ପରାୟଣ ହୋଇପାରନ୍ତି। ସବୁ ଭାବନାକୁ ପଛରେ ପକାଇ ଆତ୍ମସଂଳାପୀ ହେବେ। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ। ସାମାନ୍ୟ ଅସୁସ୍ଥ ଥାଇ ବି କର୍ମଚଞ୍ଚଳ ରହିବେ। ଯାନବାହନରେ ସତର୍କ ରହିବେ।
ବନ୍ଧୁମିଳନ ଶୁଭଦାୟକ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବାକୁ ପଡିବ।
ଅନାବଶ୍ୟକ ଖର୍ଚ୍ଚର ସମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ।ସୁସ୍ଥ ଓ ନିରାମୟ ରହିବେ। ଚତୁରତାର ସହ ଶତ୍ରୁ ଦମନ କରିବେ। ଚାକିରିରୁ ସୁନାମ ମିଳିବ।
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ସମ୍ମାନିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି୍ ବିଭିନ୍ନ ସ୍ତରରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ବିବେକୀ ହେବେ।
ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ।
ମନ ପ୍ରସନ୍ନ ରହିବ। ଆତ୍ମବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେ୍ମୀ ଓ ବିଦ୍ୱାନ୍ ହେବେ। ଭଉଣୀଙ୍କଠାରୁ ସାହାଯ୍ୟ ପାଇପାରନ୍ତି।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments