![]() |
ହିଂସା, ଦ୍ୱେଷ ବିହୀନ ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି ବିଶାରଦ ହୋଇପାରନ୍ତି। ଯାନବାହନ ସୁଖ ମିଳିବ। |
ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ଭାବ ଅତୁଟ ରହିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ। ସର୍ବତ୍ର ବିଜୟୀ ହେବେ। | |
ପରମ ଭାଗ୍ୟଶାଳୀ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନାଗମ ହେବ। | |
ଐଶୂର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। | |
କର୍ମଚଞ୍ଚଳ ରହିବେ। ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି। ସାହସୀ ଓ ଜ୍ଞାନଗରିମାଯୁକ୍ତ ହେବେ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ। | |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ବିଭାଗୀୟ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ। | |
କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ରହିବ। | |
ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ପ୍ରବଳ ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। | |
ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଧର୍ଯ୍ୟ ଓ ସାହସର ସହିତ ଆଶୁ ବିପଦର ମୁକାବିଲା କରିବେ। ଆଭା, ପ୍ରଭା, ପ୍ରତିଭାର ଅଧିକାରୀ ହେବେ। ଅଷ୍ଟମ ଚନ୍ଦ୍ର ଯୋଗଁ ସତର୍କରେ ଚଳିବେ। | |
ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିୟୋଜିତ ହୋଇପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ। | |
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁରତାର ସହ ଶତ୍ରୁକୁ ପଦାନତ କରିପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। ଋଣ ପରିଶୋଧ କରିବେ। | |
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। |
Odia Calendar 2022
Comments
comments