OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Saturday 4th Jun 2022

Odia Rashiphala

Odia Rashiphala

ହିଂସା, ‌ଦ୍ୱେଷ ବିହୀନ ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି ବିଶାରଦ ହୋଇପାରନ୍ତି। ଯାନବାହନ ସୁଖ ମିଳିବ।
ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ଭାବ ଅତୁଟ ରହିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ। ସର୍ବତ୍ର ବିଜୟୀ ହେବେ।
ପରମ ଭାଗ୍ୟଶାଳୀ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନାଗମ ହେବ।
ଐଶୂର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ।
କର୍ମଚଞ୍ଚଳ ରହିବେ। ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି। ସାହସୀ ଓ ଜ୍ଞାନଗରିମାଯୁକ୍ତ ହେବେ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ବିଭାଗୀୟ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ରହିବ।
ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ପ୍ରବଳ ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।
ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଧର୍ଯ୍ୟ ଓ ସାହସର ସହିତ ଆଶୁ ବିପଦର ମୁକାବିଲା କରିବେ। ଆଭା, ପ୍ରଭା, ପ୍ରତିଭାର ଅଧିକାରୀ ହେ‌ବେ। ଅଷ୍ଟମ ଚନ୍ଦ୍ର ଯୋଗଁ ସତର୍କରେ ଚଳିବେ।
ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିୟୋଜିତ ହୋଇପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ।
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁରତାର ସହ ଶତ୍ରୁକୁ ପଦାନତ କରିପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। ଋଣ ପରିଶୋଧ କରିବେ।
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments