 | ଆଜି କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ବନ୍ଧୁ ଓ ପରିବାର ଦିଗରୁ ମଧ୍ଯ ସମୟ ଅନୁକୂଳ ନୂହେଁ, ବରଂ ପ୍ରତିକୂଳତାର ଝଲକ ଦେଖିବାକୁ ପାଇବେ। ସବୁ ସମୟରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟାଗୁଡ଼ିକର ସମାପ୍ତି ଘଟାଇବେ। |
 | ଦୂରଭିସନ୍ଧି ରଖି ପାଖ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇପାରନ୍ତି। ଅଫିସ୍ରେ କିମ୍ବା ଆଲୋଚନା କ୍ଷେତ୍ରରେ ମନ ଅସ୍ଥିର ରହିବ। କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ। ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ଯ ଲାଭ କରିପାରନ୍ତି । |
 | ପାରିବାରିକ ଅସ୍ଥିରତା କାରଣରୁ ମନର ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣରେ ରଖିବା କଷ୍ଟକର ହେବ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ଯ କରିବେ। ଆଇନ, ଅଦାଲତ, ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। |
 | ଭାଇବନ୍ଧୁ ଓ କୁଟୁମ୍ବ ଲୋକଙ୍କ ସହ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ। ଆକସ୍ମିକ ଭାବରେ ଜଣେ ପ୍ରତିଷ୍ପାବାନ୍ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ। |
 | ସମସ୍ୟା ସମାଧାନ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ| ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ କରି ପରେ ଅନୂତାପ .କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ। |
 | ଭାଇବନ୍ଧୁ ଓ କୁଟୁମ୍ବ ଲୋକଙ୍କ ସହ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ। ଆକସ୍ମିକ ଭାବରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନିଧ୍ଯ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ। |
 | ଯାହ ଦୀର୍ଘଦିନ ହେଲା ହୋଇ ପାରିନଥିଲା ଆଜି ତାହା ଆକସ୍ମିକ ଭାବରେ ହୋଇପାରିବ। ପରିବହନ, ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନନ କରି ସଫଳ ହେବେ। ଜମିଜମା କିଣାବିକା କ୍ଷେତ୍ରରେ ନିଜ ପରିବାରର ସଦସ୍ୟ ତରଫରୁ ସମସ୍ୟା ଆସିପାରେ । ଘରୋଇ ବ୍ୟାପାରରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ । |
 | କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ପିଲାମାନଙ୍କ ଶିକ୍ଷାର ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତୁଟି ଅସୁବିଧାରେ ପକାଇପାରେ । |
 | କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ପିଲାମାନଙ୍କ ଶିକ୍ଷାର ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । |
 | କର୍ମକ୍ଷେତ୍ରରେ ଥବା ସମୟରେ କୌଣସି ବ୍ୟକ୍ତିଠାରୁ ତ ବୋଧ କରି ହଠାତ୍ କିଛି ଖବର ପାଇ ବିଚଳିତ ବୋଧ କରିବେ। ଉପରିସ୍ଥ ଅଧ୍କାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ପରିବାରରେ ଛୋଟ କଥାକୁ ନେଇ ବିବାଦ ବଢ଼ାନ୍ତୁ ନାହିଁ। ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ | |
 | ଆଜିର କାମ ଓ କଥାରେ ସଂଯମ ରକ୍ଷା କରିବା ଭଲ ନତୁବା କଳହ, ଧନହାନି ଘଟିପାରେ। ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ତର୍କ, ବିତର୍କ କାରଣରୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବ। କଳା, କ୍ରୀଡ଼ା, ସଙ୍ଗୀତ, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। |
 | ପାରିବାରିକ ସ୍ତରରେ ପିଲାମାନଙ୍କ ପାଇଁ ଅସ୍ଥିରତା ଜନିତ ମାନସିକ ବ୍ୟଥା ଅନୁଭବ କରିବେ। ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେପରି କିଛି ହେବନି | ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ ସିନା କିଛି ଲାଭ ହେବନି। କୌଣସି କଥା ଭଲ ରୂପେ ନବୁଝି ଅନ୍ୟ ଉପରେ ଦୋଷ ଲଦି ପାରନ୍ତି। |