OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Sunday 24th September 2023

Odia Rashiphala

Odia Rashiphala

ଆଜି ହସି ହସି କଥା କହି କାମ ହାସଲ କରିପାରିବେ। ଘରର କେତେକ ରହିଯାଇ କାମକୁ ଶେଷ କରିବା ସକାଶେ ଚିନ୍ତା କରି ପାରନ୍ତି। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ହୋଇଯିବ। ଅଫିସରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଦୂରବନ୍ଧୁ ଆଗମନ ସମ୍ଭାବନା |
ବନ୍ଧୁଙ୍କଠାରୁ ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଅର୍ଥ ପାଇ ଖୁସି ହେବେ। ଯେ କୌଣସି କ୍ଷେତ୍ରରେ ବିନା ସମସ୍ୟାରେ କାର୍ଯ୍ୟ ହାସଲ କରିପାରିବେ । ବ୍ୟବସାୟରେ ଉତ୍ସାହ ଓ ପ୍ରେରଣା ପାଇଁ ଦୁଃସାଧ୍ଯ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ ।
ଆଜି ପୂର୍ବାହ୍ନରେ ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ। ଉଦ୍ୟମ ସଫଳ ଦିଗରେ ମଧ୍ଯ କେତେକ ସମସ୍ୟା ଦେଖାଦେଇପାରେ। କର୍ମକ୍ଷେତ୍ରରେ, ରାଜନୀତିରେ, ସଭାସମିତିରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ଆତ୍ମୀୟମାନଙ୍କ ପରୋକ୍ଷ ଶତୁତା ଦୁଶ୍ଚିନ୍ତାର କାରଣ ହେବ।
କାମଗୁଡ଼ିକ ପୂର୍ଣ୍ଣାଙ୍ଗ ନ ହୋଇଥିବା କାରଣରୁ ଅଧିକାଂଶ ସମୟ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗି ରହିବ। ସଭାସମିତିରେ କିମା ଅଫିସରେ ଏକ ମାମୁଲି ଘଟଣାରେ ଉଚବାଚ ଘଟିପାରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ, କିନ୍ତୁ କୌଣସି କୁପ୍ରଭାବ ପଡ଼ିବ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ।
ପରିସ୍ଥିତିରେ ପଡ଼ି ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ଯ ହେବେ। ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନ ତଥା ନିର୍ମାଣ ପାଇଁ ମନ୍ଦ ନୁହେଁ। ଆଜି ମଧ୍ୟାହ୍ନ ପରେ ପରେ ଅଫିସରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ବାରା ସହଯୋଗ ପାଇବେ।
ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବା କାରଣରୁ ମନରେ ଭାବପ୍ରବଣତା ସୃଷ୍ଟି ହେବ। ` ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି।
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ଯରେ ରହିବ, ଅତଏବ କେତେକାଂଶରେ ମନ ହାଲୁକା ରହିବ | ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ| ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ। . ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ|
ବନ୍ଧୁଙ୍କ ସାହାଯ୍ୟରୁ ଆର୍ଥକ ସମସ୍ୟା ଦୂର ହୋଇଯିବା ସାଙ୍ଗକୁ ଯାତ୍ରାରେ ସଫଳତା ଅବଶ୍ୟ ମିଳିବ। ସତର୍କରେ ଚଳନ୍ତୁ ଅନ୍ୟଥା ନିଜର ପାଖ ଲୋକମାନେ ଅପପ୍ରଚାର କରିପାରନ୍ତି। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମାଲୋଚନାର ପାତ୍ର ହେବାକୁ ପଡ଼ିବ। ପ୍ରତିଦ୍ବନ୍ଦିତା ଓ କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ ।
ସମସ୍ୟା ବିଜଡ଼ିତ ରହିବା ହେତୁ ଠିକ୍‌ ନିଷ୍ପତ୍ତି ନେବାରେ ସମସ୍ୟା ଦେଖାଦେଇପାରେ। ବିଚାର ନ କରି ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ମାଲିମକଦ୍ଦଧମାରେ ଆପୋସ ସମାଧାନ ଘଟିବ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରେ ପ୍ରଭୂତ ସଫଳତା ହାସଲ କରିବେ ।
ଆଜି ସତର୍କତାର ସହ କାମ କରନ୍ତୁ, ନତୁବା _ ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରି ବସିବେ। ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ । ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ବଧାରକୁ ଗମନ କରିବେ ।
ପଥମରୁ ଗଲ ସମ୍ପର୍କ ଥିବା ବନ୍ଧୁମାନେ ଅନ୍ୟ ଦ୍ବାରା ପ୍ରଭାବିତ ହୋଇ ଦୂରେଇ ଯାଇପାରନ୍ତି । ସାଧାରଣ ପାଟିତୁଣ୍ଡ କରିବା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୈତୃକ ସମ୍ପରିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସମ୍ଭାବନା ରହିଛି। ପୁତ୍ରକନ୍ୟାଙ୍କ ହେତୃକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ।
ସଫଳତା ଅବଶ୍ୟ ପାଇବେ, କିନ୍ତୁ ଏଥିପାଇଁ ବହୁତ ମେହନତ କରିବାକୁ ପଡ଼ିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। ଗୁରୁତ୍ବପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇ ଖୁସି ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments