OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Thursday 19th May 2022

Odia Rashiphala

Odia Rashiphala

ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତବିାହିତ ହୋଇପାରେ।ସୁଖ-ସମୃଦ୍ଧି ମୂଳଦୁଆ ପଡିବ। ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ।
ସ୍ୱାଭିମାନୀ ହେବେ। ଭା୍ଗୁଆଳ ବ୍ୟବସାୟ ଲାଭଜନକ ହେବ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରପିାରନ୍ତି। ପରୋପକାରୀ ହେଲେ ବି ସତର୍କ ରହିବେ।
ବନ୍ଧୁମିଳନର ସୁଯୋଗ ଅଛି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଶାନ୍ତିଦାୟକ ହେବ।
ଖର୍ଚ୍ଚ ଏଡ଼ାଇବାକୁ ଯତପରୋନାସ୍ତି ଚେଷ୍ଟା କରିବେ। ଭ୍ରାତୃ ଭାବ ଅତୁଟ ରହିବ। ସୁସ୍ଥ ରହିବେ। ବିଚକ୍ଷଣ ବୃଦ୍ଧିସମ୍ପନ୍ନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକରିରେ ସନୁାମ ଅର୍ଜନ କରିବେ।
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ହିତକାରୀ ହେବ। ଆକସ୍ମିକ ଧନଲାଭର ସୂଚନା ମିଳୁଛ। ଆର୍ଥିକ ସ୍ରୋତ ବ୍ୟବସାୟାଦ ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି।
ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷ କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ମିଳିବ।
ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ଧାର୍ମିକ ହେବେ।
ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ପାରବିାରକ ସୁଖ ମିଳବ। ମିତ୍ରଙ୍କଠାରୁ ସହାୟତା ମିଳବ।
ରୋଜଗାର ଊଣା ହେବ ନାହିଁ। ଐଶୂର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁ୍ଛି। ରଣ କ୍ଷେତ୍ରରେ ପାରଙ୍ଗମ ହେ‌ବେ। ମାଲମୋକଦ୍ଦମାରେ ବଜୟୀ ହେବେ।ଧନଲାଭ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ।
କର୍ମଚଞ୍ଚଳ ରହିବେ। କାର୍ଯ୍ୟରେ ବିଘ୍ନ ଉପୁଜିବାର ସମ୍ଭାବନା ଅଛି। ଏକାନ୍ତରେ ଧ୍ୟାନମଗ୍ନ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖାଦେଇପାରେ। ମଧୁର କଥାରେ ପରକୁ ଆପଣାର କରପାରନ୍ତି।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରାକରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁ୍ଛି। କରିତକର୍ମା ହେବେ।
କୁଳପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ଶ୍ରମ ସାର୍ଥକ ହେବ। ନଜ ପରିବାର ପ୍ରତିସ୍ନେହ ସଦ୍ଦିଚ୍ଛା ଭାବ ରହିବ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments