OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Thursday 26th May 2022

Odia Rashiphala

Odia Rashiphala

ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି। ଧାର୍ମିକ ପ୍ରବୃତ୍ତିର ହେବେ। ଉଚ୍ଚ ପଦପଦବୀରେ ଆସୀନ ହୋଇପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ। ସାହସୀ ଓ ଜ୍ଞାନୀ ହେବେ।
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତି ସୂଚନା ମିଳୁଛି। କରିତକର୍ମା‌ ହେବେ।
ଜ୍ଞାନର ପ୍ରଦୀପ ପ୍ରଜ୍ୱଳନ କରି ଚଲାପଥକୁ ଆଲୋକିତ କରିପାରନ୍ତି। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ସୁସ୍ଥ ରହବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ରହିବ।
ଭାଗ୍ୟଶାଳୀ ହୋଇପାରନ୍ତି।ଭୋଗବିଳାସ କରିପାରନ୍ତି। ଦିନଟି ସୁଖ ସମୃଦ୍ଧି ପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ପ୍ରବଳ ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ।
ଧର୍ଯ୍ୟ ଓ ସାହସର ସହିତ ବିପଦର ମୁକାବିଲା କରିପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁଲାଭ ମିଳିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସାରାଦିନ ସତର୍କରେ ଚଳିବାକୁ ପଡିବ।
ସତ୍‌ସଙ୍ଗରୁ ଶାନ୍ତି ଓ ସୁଖ ମିଳିବ। ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ବ୍ୟବସାୟ ଲାଭଜନକ ହେବ। ପୁଣ୍ୟ ପ୍ରଭା ପତ୍ନୀଙ୍କ ଉପଦେଶ ଶୁଭପ୍ରଦ ହେବ।
ଅନାବଶ୍ୟକ ଖର୍ଚ୍ଚରୋକିବା‌‌ରେ ପାରଙ୍ଗମ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ।ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। କର୍ମତତ୍ପର ହେବେ।
ଉଦାର ସ୍ୱଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ହେବେ। କୃଷିକର୍ମରୁ ଲାଭ ମିଳିବ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
ଈଶ୍ୱର ଭକ୍ତିରେ ଶକ୍ତି ସମ୍ପନ୍ନ ହୋଇପାରନ୍ତ। ମନ ପ୍ରସନ୍ନ ରହିବ। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃ ଭାବ ଅତୁଟ ରହିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ। ସର୍ବତ୍ର ବିଜୟୀ ହେବେ।
ଭାଗ୍ୟଶାଳୀ ହେବେ। ରଚନାଶୈଳୀରେ ଅନ୍ତର୍ନିହିତ ଗୁଣାବଳୀର ବିକାଶ ଘଟାଇ ଜୀବନକୁ ମହାର୍ଘ କରିପାରନ୍ତି। ମଧୁର ଭାଷୀ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହେବେ। ବ୍ୟବସାୟ ଲାଭଜନକ ହେବ।
ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶୂ୍ର୍ଯ୍ୟ ପ୍ରାପ୍ତି ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସାମାଜିକ ସ୍ତରରେ ଗୌରବର ଅଧିକାରୀ ହେବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments