![]() |
ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତବାହିତ ହୋଇପାରେ। ସଖ-ସମୃଦ୍ଧିର ମୂଳଦୂଆ ପଡିବ। ବଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। |
ସ୍ୱାଭମିାନୀ ହେବେ। ଭାଗୁଆଳ ବ୍ୟବସାୟ ଲାଭଜନକ ହେବ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରପାରନ୍ତି। ପରୋପକାରୀ ହେଲେ ବି ସତର୍କ ରହିବେ। | |
ବନ୍ଧୁ ମିଳନର ସୁଯୋଗ ଅଛି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଶାନ୍ତିଦାୟକ ହେବ। | |
ଖର୍ଚ୍ଚ ଏଡ଼ାଇବାକୁ ଯତ୍ପରୋନାସ୍ତି ଚେଷ୍ଟା କରିବେ। ଭ୍ରାତୃ ଭାବ ଅତୁଟ ରହିବ। ସୁସ୍ଥ ରହିବେ। ବିଚକ୍ଷଣ ବୁଦ୍ଧିସମ୍ପନ୍ନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ। | |
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ହିତକାରୀ ହେବ। ଆକସ୍ମିକ ଧନଲାଭର ସୂଚନା ମିଳୁଛ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦଗରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। | |
ଉଦାର ପ୍ରକୃ୍ତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷ କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ମିଳିବ। | |
ମନ ପ୍ରସନ୍ନ ରହିବ। ଈଶ୍ୱର ବଶ୍ୱାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ଧାର୍ମିକ ହେବେ। | |
ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ପାରବାରିକ ସୁଖ ମିଳିବ। ମିତ୍ରଙ୍କ ଠାରୁ ସହାୟତା ମିଳିବ। | |
ରୋଜଗାର ଊଣା ହେବ ନାହିଁ। ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମଳିୁ୍ଛି। ରଣ କ୍ଷେତ୍ରରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। | |
କର୍ମଚଞ୍ଚଳ ରହିବେ। କାର୍ଯ୍ୟରେ ବିଘ୍ନ ଉପୁଜିବାର ସମ୍ଭାବନା ଅଛି। ଏକାନ୍ତରେ ଧ୍ୟାନମଗ୍ନ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖାଦେଇପାରେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। | |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରାକରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମଳିୁ୍ଛି।ଚ୍ କରିତ୍କର୍ମା ହେବେ। | |
କୁଳପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ଶ୍ରମ ସାର୍ଥକ ହେବ। ନଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। |
Odia Calendar 2022
Comments
comments