OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Thursday 30th Jun 2022

Odia Rashiphala

Odia Rashiphala

ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତବାହିତ ହୋଇପାରେ। ସଖ-ସମୃଦ୍ଧିର ମୂଳଦୂଆ ପଡିବ। ବଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସ୍ୱାଭମିାନୀ ହେବେ। ଭାଗୁଆଳ ବ୍ୟବସାୟ ଲାଭଜନକ ହେବ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରପାରନ୍ତି। ପରୋପକାରୀ ହେଲେ ବି ସତର୍କ ରହିବେ।
ବନ୍ଧୁ ମିଳନର ସୁଯୋଗ ଅଛି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଶାନ୍ତିଦାୟକ ହେବ।
ଖର୍ଚ୍ଚ ଏଡ଼ାଇବାକୁ ଯତ୍ପରୋନାସ୍ତି ଚେଷ୍ଟା କରିବେ। ଭ୍ରାତୃ ଭାବ ଅତୁଟ ରହିବ। ସୁସ୍ଥ ରହିବେ। ବିଚକ୍ଷଣ ବୁଦ୍ଧିସମ୍ପନ୍ନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ହିତକାରୀ ହେବ। ଆକସ୍ମିକ ଧନଲାଭର ସୂଚନା ମିଳୁଛ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦଗରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି।
ଉଦାର ପ୍ରକୃ୍ତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷ କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ମିଳିବ।
ମନ ପ୍ରସନ୍ନ ରହିବ। ଈଶ୍ୱର ବଶ୍ୱାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ଧାର୍ମିକ ହେବେ।
ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ପାରବାରିକ ସୁଖ ମିଳିବ। ମିତ୍ରଙ୍କ ଠାରୁ ସହାୟତା ମିଳିବ।
ରୋଜଗାର ଊଣା ହେବ ନାହିଁ। ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମଳିୁ୍ଛି। ରଣ କ୍ଷେତ୍ରରେ ପାରଙ୍ଗମ ହେ‌ବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ।
କର୍ମଚଞ୍ଚଳ ରହିବେ। କାର୍ଯ୍ୟରେ ବିଘ୍ନ ଉପୁଜିବାର ସମ୍ଭାବନା ଅଛି। ଏକାନ୍ତରେ ଧ୍ୟାନମଗ୍ନ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖାଦେଇପାରେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରାକରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମଳିୁ୍ଛି।ଚ୍ କରିତ୍କର୍ମା ହେବେ।
କୁଳପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ଶ୍ରମ ସାର୍ଥକ ହେବ। ନଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments