![]() |
ସୁସ୍ଥ ଓ ନିରାମୟ ରହିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିର ସ୍ୱନାମଧନ୍ୟ ହେବେ। |
![]() |
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ହଠାତ୍ କିଛି ଧନ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ଧାରା ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। |
![]() |
ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। କୃଷି କର୍ମରୁ ଲାଭବାନ୍ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। |
![]() |
ମନ ପ୍ରସନ୍ନ ରହବି। ଈଶ୍ୱରୀୟ ଚେତନାରେ ଉଦ୍ବୁଦ୍ଧ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଭକ୍ତି ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ। |
![]() |
ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନାଗମ ହେବ। |
![]() |
ଆୟ ଆଶାନୁରୂପ ହେବ। ଐଶୂର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଆଖିରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ। |
![]() |
କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି କୃଚ୍ଛ୍ର ସାଧନାରେ ବ୍ରତୀ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରିବେ। ରାଜଯୋଗ ଭୋଗ ଅଛି। ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟ କରିବେ। |
![]() |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କତି ର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। |
![]() |
କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। |
![]() |
ଭାଗ୍ୟଶାଳୀ ହୋଇପାରନ୍ତି।ଭୋଗୀ ଓ ବିଳାସୀ ହେବେ। ଦିନଟି ସଖୁ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ। |
![]() |
ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଂଶୁଘାତ ପ୍ରତି ସତର୍କ ରହିବେ। ମନୋବଳ ବୃଦ୍ଧିହେବ। ଅସାଧ୍ୟ ସାଧନ କରବାରେ ସଫଳ ହେବେ। |
![]() |
ବ୍ୟବସାୟ ଲାଭଜନକ ହେବ। ସମାଜସେବୀରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବେ। |