OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Thursday 9th Jun 2022

Odia Rashiphala

Odia Rashiphala

ସୁସ୍ଥ ଓ ନିରାମୟ ରହିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିର ସ୍ୱନାମଧନ୍ୟ ହେବେ।
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ହଠାତ୍ କିଛି ଧନ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ଧାରା ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।
ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। କୃଷି କର୍ମରୁ ଲାଭବାନ୍ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
ମନ ପ୍ରସନ୍ନ ରହବି। ଈଶ୍ୱରୀୟ ଚେତନାରେ ଉଦ୍‌ବୁଦ୍ଧ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଭକ୍ତି ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।
ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନାଗମ ହେବ।
ଆୟ ଆଶାନୁରୂପ ହେବ। ଐଶୂର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଆଖିରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ।
କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି କୃଚ୍ଛ୍ର ସାଧନାରେ ବ୍ରତୀ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରିବେ। ରାଜଯୋଗ ଭୋଗ ଅଛି। ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟ କରିବେ।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କତି ର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
ଭାଗ୍ୟଶାଳୀ ହୋଇପାରନ୍ତି।ଭୋଗୀ ଓ ବିଳାସୀ ହେବେ। ଦିନଟି ସଖୁ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ।
ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଂଶୁଘାତ ପ୍ରତି ସତର୍କ ରହିବେ। ମନୋବଳ ବୃଦ୍ଧିହେବ। ଅସାଧ୍ୟ ସାଧନ କରବାରେ ସଫଳ ହେବେ।
ବ୍ୟବସାୟ ଲାଭଜନକ ହେବ। ସମାଜସେବୀରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments