ଅନଟନର ସମ୍ମୁଖୀନ ହେଲେ ବି; ସ୍ୱାଭିମାନର ସହ ଚଳିବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହୋଇପାରେ। ବିବେକାନୁମୋଦିତ କାର୍ଯ୍ୟ କରି ଧର୍ମାଧର୍ମର ମାର୍ଗ ବାଛିନେବେ। ସତର୍କତାର ଦିନ। | |
ବନ୍ଧୁ ମିଳନ ଘଟିବାରେ ଉପକୃତ ହେବେ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀ ଉପରେ ନିର୍ଭରଶୀଳ ହେବେ। | |
ଭ୍ରାତୃ ଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହବେ। ବୁଦ୍ଧିମାନ୍ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। | |
କର୍ମଚଞ୍ଚଳ ରହବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଲଟେରି ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। | |
ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ହେବେ। ସୁସ୍ଥ ଓ ନିରାମୟ ରହବେି । କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। | |
ମନ ପ୍ରସନ୍ନ ରହିବ। ଆତ୍ମବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାରର ମାଧୁରିମା ଆପଣଙ୍କୁ ମହାନ୍ କରି ଗଢ଼ିତୋଳିବ। ପ୍ରେମୀ ଓ ସାହସୀ ହେବେ। ଭାଇଙ୍କଠାରୁ ସମ୍ମାନ ମିଳିବ। ଯାନବାହନ ସୁଖ ମିଳିବ। | |
ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ରଙ୍କଠାରୁ ସହାୟତା ମିଳିବ। ଦାମ୍ପତ୍ୟଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ। | |
ଆୟ ଆଶାନୁରୂପ ହେବ। ଐଶୂର୍ଯ୍ୟ ପ୍ରାପ୍ତି ସୂଚନା ମିଳୁଛି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।ସୁସ୍ଥ ଓ ନିରାମୟ ରହିବେ । ଚିନ୍ତାଧାରା ଭବିଷ୍ୟତ ଗଠନରେ ସହାୟକ ହେବ। | |
କର୍ମଚଞ୍ଚଳ ରହବେ । କୃଚ୍ଛ୍ରସାଧନା ପାଇଁ ସାମୟିକଭାବେ ଏକାନ୍ତବାସକୁ ଆଦରିନେବେ। ମଧୁର ଭାଷାରେ ପରକୁ ଅପଣାର କରିପାରନ୍ତି। ଅତିଥି ସତ୍କାରରେ ଧନ ବ୍ୟୟ କରିବେ। ଅନ୍ୟର ସାହାଯ୍ୟକାରୀ ହେବେ। | |
ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଯଶସ୍ୱୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। | |
କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। | |
ବିଳାସ କରିପାରନ୍ତି। ଜୀବନ ସୁଖସମୃଦ୍ଧି ପୂର୍ଣ୍ଣହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ। ଉଦ୍ୟୋଗୀ ହେବେ। |