OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Tuesday 17th May 2022

Odia Rashiphala

Odia Rashiphala

ଅନଟନର ସମ୍ମୁଖୀନ ହେଲେ ବି; ସ୍ୱାଭିମାନର ସହ ଚଳିବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହୋଇପାରେ। ବିବେକାନୁମୋଦିତ କାର୍ଯ୍ୟ କରି ଧର୍ମାଧର୍ମର ମାର୍ଗ ବାଛିନେବେ। ସତର୍କତାର ଦିନ।
ବନ୍ଧୁ ମିଳନ ଘଟିବାରେ ଉପକୃତ ହେବେ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ପତ୍ନୀ ଉପରେ ନିର୍ଭରଶୀଳ ହେବେ।
ଭ୍ରାତୃ ଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହବେ। ବୁଦ୍ଧିମାନ୍ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ।
କର୍ମଚଞ୍ଚଳ ରହବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଲଟେରି ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ହେବେ। ସୁସ୍ଥ ଓ ନିରାମୟ ରହବେି । କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
ମନ ପ୍ରସନ୍ନ ରହିବ। ଆତ୍ମବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାରର ମାଧୁରିମା ଆପଣଙ୍କୁ ମହାନ୍ କରି ଗଢ଼ିତୋଳିବ। ପ୍ରେମୀ ଓ ସାହସୀ ହେବେ। ଭାଇଙ୍କଠାରୁ ସମ୍ମାନ ମିଳିବ। ଯାନବାହନ ସୁଖ ମିଳିବ।
ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ରଙ୍କଠାରୁ ସହାୟତା ମିଳିବ। ଦାମ୍ପତ୍ୟଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।
ଆୟ ଆଶାନୁରୂପ ହେବ। ଐଶୂର୍ଯ୍ୟ ପ୍ରାପ୍ତି ସୂଚନା ମିଳୁଛି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।ସୁସ୍ଥ ଓ ନିରାମୟ ରହିବେ । ଚିନ୍ତାଧାରା ଭବିଷ୍ୟତ ଗଠନରେ ସହାୟକ ହେବ।
କର୍ମଚଞ୍ଚଳ ରହବେ । କୃଚ୍ଛ୍ରସାଧନା ପାଇଁ ସାମୟିକଭାବେ ଏକାନ୍ତବାସକୁ ଆଦରିନେବେ। ମଧୁର ଭାଷାରେ ପରକୁ ଅପଣାର କରିପାରନ୍ତି। ଅତିଥି ସତ୍କାରରେ ଧନ ବ୍ୟୟ କରିବେ। ଅନ୍ୟର ସାହାଯ୍ୟକାରୀ ହେବେ।
ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଯଶସ୍ୱୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
ବିଳାସ କରିପାରନ୍ତି। ଜୀବନ ସୁଖସମୃଦ୍ଧି ପୂର୍ଣ୍ଣହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ। ଉଦ୍ୟୋଗୀ ହେବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments