![]() |
ଈଶ୍ୱରୀୟ ଭକ୍ତି ଓ ରାଷ୍ଟ୍ରଭକ୍ତିକୁ ସମଦୃଷ୍ଟିରେ ତୁଳନା କରପାରନ୍ତି। ମନ ପ୍ରସନ୍ନ ରହିବ। ଭାଷା ଓ ବ୍ୟବହାର ଭଦ୍ରୋଚିତ୍ତ ହେବ।୍ପ୍ରେମୀ ଓ ସାହସୀ ହେବେ। ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ। |
ଭାଗ୍ୟ ଦେବୀ ପ୍ରସନ୍ନ ଅଛନ୍ତି। ମଧୁରଭାଷୀ, ସହନଶୀଳ,ଶାନ୍ତିପ୍ରିୟ, ଉଦାର ସ୍ୱଭାବ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନାଗମ ହେବ। | |
ରଣକ୍ଷେତ୍ରରେ ବୀରତ୍ୱର ପରାକାଷ୍ଠା ପ୍ରତପାଦନ କରିପାରନ୍ତି। ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବଦ୍ୱାନ ଓ ଶାସ୍ତ୍ରଜ୍ଞ ହେବେ।ସୁସ୍ଥ ଓ ନିରାମୟ ରହିବେ। | |
ତପସାଧନାରେ ସିଦ୍ଧିପ୍ରାପ୍ତ ହେବେ। କର୍ମଚଞ୍ଚଳ ରହିବେ। ମଧୁର ଭାଷାରେ ଶତ୍ରୁତାର ଅବସାନ ଘଟାଇ ପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁ୍ଚି ରହିବ। ଥଣ୍ଡାକଫରେ ପୀଡିତ ହେବେ। | |
ବ୍ୟକ୍ତି ସ୍ୱାର୍ଥକୁ ଜଳାଞ୍ଜଳିଦେଇ ସମୂହ ସ୍ୱାର୍ଥକୁ ଗରୁତ୍ୱ ଦେବେ। ସୁସ୍ଥ ରହିବେ ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରପାରନ୍ତି। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରୁ ସମ୍ମାନ ଓ ଅର୍ଥପ୍ରାପ୍ତ ହେବେ। | |
ଜ୍ଞାନ ପ୍ରଦୀପ ପ୍ରଜ୍ଜ୍ୱଳନ କରି ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ପାରଙ୍ଗମ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ। | |
ଭାଗ୍ୟଲକ୍ଷ୍ମୀ ବରଦାୟିକା ଅଛନ୍ତି।ଭୋଗୀ ଓ ବିଳାସୀ ହେବେ। ଜୀବନଟ ସୁଖ-ସମୃଦ୍ଧିପୂର୍ଣ୍ଣହେବ। ଧର୍ମାତ୍ମା, ବଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। | |
ଆପଣଙ୍କ ସୃଜନଶୀଳତା ଅନୁଗାମୀଙ୍କୁ ଦିଗ୍ଦର୍ଶନ ଦେବ। ସ୍ୱାଭମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରପାରନ୍ତି। ସାରାଦିନ ସତର୍କରେ ଚଳିବେ। | |
ଶ୍ରଦ୍ଧା ଓ ବଶ୍ୱାସର ରଜୁରେ ଅନୁବନ୍ଧିତ ହେବେ। ବ୍ୟବସାୟ ଲାଭଜନକ ହେବ। ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ନିୟୋଜିତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। | |
କାୟମନୋବାକ୍ୟରେ ଧର୍ମ ଆଚରଣ କରପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଭ୍ରାତୃ ଭାବ ଅତୁଟ ରହିବ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। | |
କୃଚ୍ଛ୍ର ସାଧନା ବଳରେ ପରମ ପଦ ଓଁ ଲାଭ କରିପାରନ୍ତି। ବିଦ୍ୟାଭ୍ୟାସୀ ହେବେ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହେବ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ହେବେ। | |
ଧର୍ମୀୟ କାର୍ଯ୍ୟରେ ମନ, ଶରୀର ଓ ଆତ୍ମାକୁ ସମର୍ପଣ କରପାରନ୍ତି। ଉଦାର ସ୍ୱଭାବସମ୍ପନ୍ନ ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ସୁଖ ଭୋଗ କରିବେ। |
Odia Calendar 2022
Comments
comments