OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Tuesday 28th Jun 2022

Odia Rashiphala

Odia Rashiphala

ଈଶ୍ୱରୀୟ ଭକ୍ତି ଓ ରାଷ୍ଟ୍ରଭକ୍ତିକୁ ସମଦୃଷ୍ଟିରେ ତୁଳନା କରପାରନ୍ତି। ମନ ପ୍ରସନ୍ନ ରହିବ। ଭାଷା ଓ ବ୍ୟବହାର ଭଦ୍ରୋଚିତ୍ତ ହେବ।୍ପ୍ରେମୀ ଓ ସାହସୀ ହେବେ। ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ।
ଭାଗ୍ୟ ଦେବୀ ପ୍ରସନ୍ନ ଅଛନ୍ତି। ମଧୁରଭାଷୀ, ସହନଶୀଳ,ଶାନ୍ତିପ୍ରିୟ, ଉଦାର ସ୍ୱଭାବ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। ଧନାଗମ ହେବ।
ରଣକ୍ଷେତ୍ରରେ ବୀରତ୍ୱର ପରାକାଷ୍ଠା ପ୍ରତପାଦନ କରିପାରନ୍ତି। ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବଦ୍ୱାନ ଓ ଶାସ୍ତ୍ରଜ୍ଞ ହେବେ।ସୁସ୍ଥ ଓ ନିରାମୟ ରହିବେ।
ତପସାଧନାରେ ସିଦ୍ଧିପ୍ରାପ୍ତ ହେବେ। କର୍ମଚଞ୍ଚଳ ରହିବେ। ମଧୁର ଭାଷାରେ ଶତ୍ରୁତାର ଅବସାନ ଘଟାଇ ପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁ୍ଚି ରହିବ। ଥଣ୍ଡାକଫରେ ପୀଡିତ ହେବେ।
ବ୍ୟକ୍ତି ସ୍ୱାର୍ଥକୁ ଜଳାଞ୍ଜଳିଦେଇ ସମୂହ ସ୍ୱାର୍ଥକୁ ଗରୁତ୍ୱ ଦେବେ। ସୁସ୍ଥ ରହିବେ ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରପାରନ୍ତି। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରୁ ସମ୍ମାନ ଓ ଅର୍ଥପ୍ରାପ୍ତ ହେବେ।
ଜ୍ଞାନ ପ୍ରଦୀପ ପ୍ରଜ୍ଜ୍ୱଳନ କରି ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ପାରଙ୍ଗମ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ଭାଗ୍ୟଲକ୍ଷ୍ମୀ ବରଦାୟିକା ଅଛନ୍ତି।ଭୋଗୀ ଓ ବିଳାସୀ ହେବେ। ଜୀବନଟ ସୁଖ-ସମୃଦ୍ଧିପୂର୍ଣ୍ଣହେବ। ଧର୍ମାତ୍ମା, ବଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।
ଆପଣଙ୍କ ସୃଜନଶୀଳତା ଅନୁଗାମୀଙ୍କୁ ଦିଗ୍‌ଦର୍ଶନ ଦେବ। ସ୍ୱାଭମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରପାରନ୍ତି। ସାରାଦିନ ସତର୍କରେ ଚଳିବେ।
ଶ୍ରଦ୍ଧା ଓ ବଶ୍ୱାସର ରଜୁରେ ଅନୁବନ୍ଧିତ ହେବେ। ବ୍ୟବସାୟ ଲାଭଜନକ ହେବ। ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ନିୟୋଜିତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ।
କାୟମନୋବାକ୍ୟରେ ଧର୍ମ ଆଚରଣ କରପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଭ୍ରାତୃ ଭାବ ଅତୁଟ ରହିବ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।
କୃଚ୍ଛ୍ର ସାଧନା ବଳରେ ପରମ ପଦ ଓଁ ଲାଭ କରିପାରନ୍ତି। ବିଦ୍ୟାଭ୍ୟାସୀ ହେବେ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହେବ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ହେବେ।
ଧର୍ମୀୟ କାର୍ଯ୍ୟରେ ମନ, ଶରୀର ଓ ଆତ୍ମାକୁ ସମର୍ପଣ କରପାରନ୍ତି। ଉଦାର ସ୍ୱଭାବସମ୍ପନ୍ନ ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ସୁଖ ଭୋଗ କରିବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments