 | ଆଜି ଦ୍ବିଜା ନକ୍ଷତ୍ର ପାରିବାରିକ ସ୍ନେହ ଶ୍ରଦ୍ଧା ଓ ଆଦର ମଧ୍ଯରେ ନିଜକୁ ହଜାଇ ଦେଇପାରନ୍ତି । କୌଣସି ନୂତନ କାମ ଆରମ୍ଭ ସକାଶେ ବ୍ୟୟ ଅଟକଳ କରିପାରନ୍ତି। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନରୁ ସୁଫଳ ମିଳିବ। ଆନୁଷ୍ବାନିକ କାମରେ ପ୍ରସ୍ତୁତି ସରିବ ଓ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । |
 | ରୋହିଣୀ ନକ୍ଷତ୍ରର ଆକସ୍ମିକ ଦୂରଯାତ୍ରା ସାଙ୍ଗକୁ ବ୍ୟୟବହୂଳତା ମାନସିକ ଯନ୍ତ୍ରଣାର କାରଣ ହେବ । କୌଣସି କାମ ସୁବିଧାରେ ନ ହେବାରୁ ମନ ଭଲ ରହିବ ନାହିଁ। ସଭା ସମିତି, କଚେରି ମାମଲା, ଚୁକ୍ତିପତ୍ର ଓ କଳା ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମରୁ ପ୍ରଶଂସିତ ହେବେ। କୌଣସି ଦ୍ରବ୍ୟପ୍ରାପ୍ତିରେ ଜଣେ ବ୍ୟକ୍ତି ଅସହଯୋଗ କରିପାରେ । |
 | ମୂଗଶିରା ନକ୍ଷତ୍ରର । ପାରିବାରିକ ଦ୍ବନ୍ଦ୍ବର ଅବସାନ ଘଟିବା ବଦଳରେ ବୃଦ୍ଧି ପାଇବ। ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରି ସ୍ଥଗିତ କାମ ତ୍ଵରାନ୍ନିତ କରିପାରନ୍ତି। ବସ୍ତୁ ଅଳଙ୍କାର, ଔଷଧପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ । ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବାର ସମ୍ଭାବନା ରହିଛି। |
 | ପୁନର୍ବସୁ ନକ୍ଷତ୍ରର ଘରୋଇ କାମ ସାଙ୍ଗକୁ ଅଫିସ କାମର ଜଞ୍ଜାଳ ବଢ଼ିଯିବ। ତଥାପି ବହୂତ ଦିନରୁ ଭାଗିଯାଇଥିବା ସମ୍ପର୍କଟି ପୁନଃ ପ୍ରତିଷ୍ଠା ହୋଇପାରେ | ସାମାଜିକ ସ୍ଥରରେ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାମ ହାସଲ କରିପାରନ୍ତ |
 | ମଘା ନକ୍ଷତ୍ର ଦୂର ସ୍ଥାନକୁ ଯିବା ପାଇଁ ସକାଳୁ ଅତ୍ୟାବଶ୍ୟକ କାର୍ଯ୍ୟ ସମାପନ କରିବାକୁ ବାଧ୍ଯ ହେବେ। ବ୍ୟବସାୟିକ ସ୍ଥିତିର ଶୁଭତ୍ନ ହେତୁ ଆର୍ଥିକ ଉନ୍ନତି ଓ କାର୍ଯ୍ୟ ହାସଲରୁ ଖୁସି ରହିବେ। ଦିନ ଭିତରେ ଅନ୍ୟମାନଙ୍କଠାରୁ କିଛି ଖବର ଶୁଣି କିମ୍ବା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ସାମାଜିକ ସ୍ତରରେ ବନ୍ଧୁମିଳନରୁ ଖୁସି ହେବେ । |
 | ଆଜିର ସାଂସ୍କୃତିକ, ସାମାଜିକ ଅନୁଷ୍ଠାନରେ ମନ ଖୁସି ହେଲା ଭଳି କଥା କହି ଅନ୍ୟମାନଙ୍କର ପ୍ରିୟଭାଜନ ହେବେ | ନକ୍ଷତ୍ର ବାଣିଜ୍ୟ ଓ ସାମ୍ବାଦିକତା ତଥା ଏଜେନ୍ସିପରୁ ଖୁସି ରହିବେ। ଯେକୌଣସି ପ୍ରତିଦ୍ବନ୍ଦିତା କିମ୍ବା ପ୍ରତିଯୋଗିତାରେ ସଫଳତା ଅବଶ୍ୟମ୍ଭାବୀ । କର୍ମକ୍ଷେତ୍ରରେ ଅନ୍ୟାୟ ବିରୋଧରେ ଲଢ଼ିଲେ ମଧ୍ଯ ସମର୍ଥନ ପାଇବେ ନାହିଁ। |
 | କର୍ମକ୍ଷେତ୍ରରେ ଅର୍ଥ, ସମ୍ମାନ, ପ୍ରଶଂସା ମଧ୍ଯ ପାଇ ଖୁସି ହେବେ। ଚିତ୍ରା ନକ୍ଷତ୍ରର ଘରୋଇ ସମସ୍ୟା ସମାଧାନ ହୋଇଯିବ, କିନ୍ତୁ ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକଶେ ଚିନ୍ତା କରି ପାରନ୍ତି। ସ୍ଵାସ୍ଥ୍ୟରେ ଉନ୍ନତି ଘଟିପାରେ ଏବଂ କଳା, ସାହିତ୍ୟ, ସଭାସମିତିରେ ଯୋଗ ଦେଇପାରନ୍ତି। |
 | ଚେଷ୍ଟା ଅବ୍ୟାହତ ରଖନ୍ତୁ ଲକ୍ଷ୍ୟପ୍ରାପ୍ତି ଅବଶ୍ୟ ଘଟିବ। ଖର୍ଚ୍ଚର ପରିମାଣ ବୃଦ୍ଧି ପାଇଲେ ମଧ୍ଯ ବିଭିନ୍ନ ଦିଗରୁ ରୋଜଗାର କିଛି କମ୍ ହେବନି। ଅନୁରାଧା ନକ୍ଷତ୍ର ଅଧ୍କାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ନିଜ ଲୋକମାନେ କାମରେ ଅବହେଳା କରିବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହେବ। |
 | ଆଜି ଦିନଟି ଆପଣଙ୍କ ସକାଶେ ଅନୁକୂଳ ପରିବେଶ ଓ ପରିସ୍ଥିତି ସୃଷ୍ଟି କରିବାରେ ସହାୟକ ହେବ। ବିନୟଭାବ ପୋଷଣ କଲେ ଆଶା ପୂରଣ ହେବାରେ ଜଣେବନ୍ଧୁ ସାହାଯ୍ୟ କରିବେ। ମୂଳା ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିପ୍ଥିତିର ଚାପ ବଢ଼ିପାରେ । ପ୍ରତିବେଶୀଙ୍କ ସାହାଯ୍ୟରେ କାମ ସୁବିଧାରେ ହେବାର ସୂଚନା ରହିଛି। |
 | ଆପଣଙ୍କ ମଧୁର କଥାରେ ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଅନୁଷ୍ଣାନିକ କାମରେ ସଫଳତା ଦିଗକୁ ମନ ବଳାଇପାରନ୍ତି। ଅନ୍ୟମାନଙ୍କ ଭୁଲ୍ ଧାରଣା ଯୋଗୁ ନିନ୍ଦା ଶୁଣିବାର ସୂଚନା ରହିଛି। ଶ୍ରବଣା ନକ୍ଷତ୍ର କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ପ୍ରଶାସନ, ପ୍ରକାଶନ, ଶିଳ୍ପ ଓ ଏଜେନ୍ସପରୁ ଖୁସି ରହିବେ। |
 | ଆଜି ଶତଭିଷା ନକ୍ଷତ୍ର ମଜା ମଉଜ ମଧ୍ଯରେ ସମୟ ଅତିବାହିତ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ମନ୍ଦ ନ ହେଲେ ମଧ୍ଯ ସନ୍ତୋଷଜନକ ନ ହୋଇପାରେ । କଳହ ଆଶଙ୍କା କରି ପାରିବାରିକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେଇପାରନ୍ତି। ପ୍ରଦ୍ଲାଷ ଯାତ୍ରାରେ ବିଭିନ୍ନ ପ୍ରତିବନ୍ଧକର ସାମନା କରିବାକୁ ପଡ଼ିପାରେ । |
 | ଆଜି ଘରକାମକୁ ପଛରେ ପକାଇ ବନ୍ଧୁ ମେଳରେ ଅଧିକାଂଶ ସମୟ ଅତିବାହିତ କରିବାକୁ ପଡ଼ିପାରେ । ରାଜନୀତି, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତାରେ ଲକ୍ଷ୍ଯ ହାସଲ କରିବେ। ସନ୍ତାନଙ୍କ ଦାବିକୁ ଅଗ୍ରାହ୍ୟ କରି ପରିବାରରେ କଳହ ଲାଗିବ। ଉତ୍ତରଭାଦ୍ରପଦ ନକ୍ଷତ୍ର ସାମାଜିକ ସ୍ତରରେ ସ୍ନେହ, ଶ୍ରଦ୍ଧା ଓ ଆଦର ମଧ୍ଯରେ ନିଜକୁ ହଜାଇ ଦେବେ । |