![]() |
ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତତି ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ। |
ଆୟ ବୃଦ୍ଧିର ସୂଚନା ମିଳୁଛି। ଐଶୂର୍ଯ୍ୟ ପ୍ରାପ୍ତି ସୁଯୋଗ ଅଛି। ମାଲିମୋକଦ୍ଦମାରେ ଜିଣିବେ। ଧନଲାଭ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ନୂଆ ବନ୍ଧୁ ଜୁଟିବେ। | |
ଚଞ୍ଚଳ ସ୍ୱଭାବର ହେବେ। ଭାଷା ଓ ବ୍ୟବହାରର ମାଧୁରିମାରେ ଶତ୍ରୁର ମଥାନଥ କରିପାରନ୍ତି। ସାମାଜିକ ସ୍ତରରେ ପ୍ରଭାବହୀନ ହୋଇପାରନ୍ତି। ଖର୍ଚ୍ଚ ପରିଣାମ ବୃଦ୍ଧିପାଇବ। ନୀତିନିଷ୍ଠ, ସାହସୀ ଓ ଜ୍ଞାନୀ ହେବେ। | |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତି ସୂଚନାମିଳୁଛି। | |
କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। | |
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣହେବ। ଧରମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। | |
ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ପ୍ରତିହିଂସା ପରାୟଣ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ। | |
ବନ୍ଧୁ ଓ ହିତାକାଙ୍କ୍ଷୀଙ୍କ ସହାୟତା ମିଳିବ। ବ୍ୟବସାୟ ଲାଭଜନକ ହେବ। ଜନସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ। | |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇ ମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। | |
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। | |
ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଲାଭଦାୟକ ହେବ। ଯାନବାହନ ସୁଖ ମିଳିବ। ବୁଦ୍ଧିମାନ ହେବେ। | |
ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନାର ପ୍ରଥମ ସୋପାନ ଏକାନ୍ତବାସକୁ ଆଦରି ନେଇପାରନ୍ତି। ବ୍ୟୟଭାର ବୃଦ୍ଧିହେବ। ଗୁପ୍ତବିଦ୍ୟାରେ ରୁଚି ରହିବ। |
Odia Calendar 2022
Comments
comments