OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Tuesday 3rd May 2022

Odia Rashiphala

Odia Rashiphala

ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତତି ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ।
ଆୟ ବୃଦ୍ଧିର ସୂଚନା ମିଳୁଛି। ଐଶୂର୍ଯ୍ୟ ପ୍ରାପ୍ତି ସୁଯୋଗ ଅଛି। ମାଲିମୋକଦ୍ଦମାରେ ଜିଣିବେ। ଧନଲାଭ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ନୂଆ ବନ୍ଧୁ ଜୁଟିବେ।
ଚଞ୍ଚଳ ସ୍ୱଭାବର ହେବେ। ଭାଷା ଓ ବ୍ୟବହାରର ମାଧୁରିମାରେ ଶତ୍ରୁର ମଥାନଥ କରିପାରନ୍ତି। ସାମାଜିକ ସ୍ତରରେ ପ୍ରଭାବହୀନ ହୋଇପାରନ୍ତି। ଖର୍ଚ୍ଚ ପରିଣାମ ବୃଦ୍ଧିପାଇବ। ନୀତିନିଷ୍ଠ, ସାହସୀ ଓ ଜ୍ଞାନୀ ହେବେ।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତି ସୂଚନାମିଳୁଛି।
କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣହେବ। ଧରମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ପ୍ରତିହିଂସା ପରାୟଣ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ବନ୍ଧୁ ଓ ହିତାକାଙ୍‌କ୍ଷୀଙ୍କ ସହାୟତା ମିଳିବ। ବ୍ୟବସାୟ ଲାଭଜନକ ହେବ। ଜନସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇ ମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।
ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଲାଭଦାୟକ ହେବ। ଯାନବାହନ ସୁଖ ମିଳିବ। ବୁଦ୍ଧିମାନ ହେବେ।
ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନାର ପ୍ରଥମ ସୋପାନ ଏକାନ୍ତବାସକୁ ଆଦରି ନେଇପାରନ୍ତି। ବ୍ୟୟଭାର ବୃଦ୍ଧିହେବ। ଗୁପ୍ତବିଦ୍ୟାରେ ରୁଚି ରହିବ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments