![]() |
ଈଶ୍ୱରୀୟ ଚେତନାରେ ଉଦ୍ବୃଦ୍ଧ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଭାଷାର ମାଧରୁମା ଆପଣକୁ ଲୋକପ୍ରିୟତା କରାଇପାରେ। ପ୍ରେମୀ ଓ ସାହସୀ ହେବେ। ସର୍ବତ୍ର ବିଜୟୀ ହେବେ। |
ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ,ଶାନ୍ତିପ୍ରିୟ, ଉଦାର ଚରିତ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆବନ୍ଧୁଙ୍କ ସହାୟତା୍ ମିଳିବ। ବିଭିନ୍ନ ସ୍ତରରୁ ଧନାଗମ ହେବ। | |
ଐଶୂର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁ୍ଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଋଣ କ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିବେ। ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ। ସୁସ୍ଥ ରହିବେ। ଭୋଜନ ସ୍ୱାସ୍ଥ୍ୟପ୍ରଦ ହେବ। | |
କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ବ୍ରତୀ ହୋଇପାରନ୍ତି। ସ୍ନେହପର୍ଣ୍ଣ ଭାଷା ବ୍ୟବହାର କରି ପରକୁ ଆପଣାର କରପାରନ୍ତି।ଗୁପ୍ତ ବିଦ୍ୟା ପ୍ରାପ୍ତି ପାଇଁ ଖର୍ଚ୍ଚାନ୍ତ ହେବେ। | |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାରେ ରୁଚି ରହିବ। | |
ଜ୍ଞାନର ପ୍ରଦୀପରେ କୁଳକୁ ଉଜ୍ଜ୍ୱଳମୟ କରପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହଭାବ ରହିବ। | |
ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂ୍ଣ୍ଣ ହେବ। ଧର୍ମାତ୍ମା, ବଦ୍ୱାନ୍,ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। | |
ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରପାରନ୍ତି। ଉତ୍ତମ ମିତ୍ର ଲାଭର ସୂଚନା ମିଳୁ୍ଛି। ଧନ, ଯାନବାହନଯୁକ୍ତ ହେବେ। ସତର୍କରେ ଚଳିବେ। | |
ସମାଜସେବାରେ ତଲ୍ଲୀନ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପରୋପକାରରେ ନିଜକୁ ନିୟୋଜତ କରିପାରନ୍ତି। ପତ୍ନୀଙ୍କ ପରାମର୍ଶ ଗ୍ରହଣଯୋଗ୍ୟ ହେବ। | |
ଅକାରଣରେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରପାରନ୍ତି। ଭ୍ରାତୃ ଭାବ ଅତୁଟ ରହିବ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସ୍ୱନାମଧନ୍ୟ ହେବେ। | |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାହି ବିଭିନ୍ନ ଦିଗରୁ ଆସିବ। | |
ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷ କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। |
Odia Calendar 2022
Comments
comments