OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Wednesday 1st Jun 2022

Odia Rashiphala

Odia Rashiphala

ଈଶ୍ୱରୀୟ ଚେତନାରେ ଉଦ୍‌ବୃଦ୍ଧ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଭାଷାର ମାଧରୁମା ଆପଣକୁ ଲୋକପ୍ରିୟତା କରାଇପାରେ। ପ୍ରେମୀ ଓ ସାହସୀ ହେବେ। ସର୍ବତ୍ର ବିଜୟୀ ହେବେ।
ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ,ଶାନ୍ତିପ୍ରିୟ, ଉଦାର ଚରିତ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆବନ୍ଧୁଙ୍କ ସହାୟତା୍ ମିଳିବ। ବିଭିନ୍ନ ସ୍ତରରୁ ଧନାଗମ ହେବ।
ଐଶୂର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁ୍ଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଋଣ କ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରିବେ। ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ। ସୁସ୍ଥ ରହିବେ। ଭୋଜନ ସ୍ୱାସ୍ଥ୍ୟପ୍ରଦ ହେବ।
କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ବ୍ରତୀ ହୋଇପାରନ୍ତି। ସ୍ନେହପର୍ଣ୍ଣ ଭାଷା ବ୍ୟବହାର କରି ପରକୁ ଆପଣାର କରପାରନ୍ତି।ଗୁପ୍ତ ବିଦ୍ୟା ପ୍ରାପ୍ତି ପାଇଁ ଖର୍ଚ୍ଚାନ୍ତ ହେବେ।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାରେ ରୁଚି ରହିବ।
ଜ୍ଞାନର ପ୍ରଦୀପରେ କୁଳକୁ ଉଜ୍ଜ୍ୱଳମୟ କରପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହଭାବ ରହିବ।
ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂ୍ଣ୍ଣ ହେବ। ଧର୍ମାତ୍ମା, ବଦ୍ୱାନ୍,ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରପାରନ୍ତି। ଉତ୍ତମ ମିତ୍ର ଲାଭର ସୂଚନା ମିଳୁ୍ଛି। ଧନ, ଯାନବାହନଯୁକ୍ତ ହେବେ। ସତର୍କରେ ଚଳିବେ।
ସମାଜସେବାରେ ତଲ୍ଲୀନ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପରୋପକାରରେ ନିଜକୁ ନିୟୋଜତ କରିପାରନ୍ତି। ପତ୍ନୀଙ୍କ ପରାମର୍ଶ ଗ୍ରହଣଯୋଗ୍ୟ ହେବ।
ଅକାରଣରେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରପାରନ୍ତି। ଭ୍ରାତୃ ଭାବ ଅତୁଟ ରହିବ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସ୍ୱନାମଧନ୍ୟ ହେବେ।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାହି ବିଭିନ୍ନ ଦିଗରୁ ଆସିବ।
ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷ କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments