![]() |
ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସ୍ୱାଭିମାନୀ୍ ହୋଇପାରନ୍ତି। ଶାରୀରିକ ଓ ମାନସିକ ସ୍ତରରେ ଦୁର୍ବଳତା ଅନୁଭବ କରପାରନ୍ତି। ଶୂନ୍ୟତା ଭିତରେ ପର୍ଣ୍ଣତା ଥାଏ । ସତର୍କତାର ଦିନ। |
![]() |
ସେବା, କାର୍ପଣ୍ୟ ଓ ଭକ୍ତି ବଳରେ ଅସାଧ୍ୟ ସାଧନ କରିପାରନ୍ତି। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ସମାଜ ସେବାରେ ନଜକୁ ନିୟୋଜିତ କରିପାରନ୍ତି । ପତ୍ନୀଙ୍କ ଅଭିଳାଷ ପୂରଣ କରିବାରେ ସକ୍ଷମ ହେବେ। |
![]() |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭ୍ରାତୃ ଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁକୁ କରାୟତ୍ତ କରବାରେ ପାରଙ୍ଗମ ହେବେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। |
![]() |
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁ୍ଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଆଜ୍ଞାକାରଣୀ ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। |
![]() |
ପରମ କଲ୍ୟାଣୀୟ ମାର୍ଗରେ ମାର୍ଗୀ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। କୃଷକ ସମାଜର ଆଦର୍ଶ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍ ହେବେ। |
![]() |
ଈଶ୍ୱର ବିଶ୍ୱାସରେ ନିଜେ ଶକ୍ତି ସମ୍ପନ୍ନ ହେବେ। ମଧୁର ଭାଷା ଓ ବ୍ୟବହାର ଆପଣଙ୍କୁ ଉଚ୍ଚାସନ ଦେଇପାରେ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃସ୍ନେହୀ, ଧାର୍ମିକ, ବନ୍ଧୁପ୍ରେମୀ ଓ ବଦ୍ୱାନ୍ ହେବେ। |
![]() |
ଭାଗ୍ୟଲକ୍ଷ୍ମୀ ବରଦାୟିକା ଅଛନ୍ତି। ଜ୍ୟୋତିର୍ମୟ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ବାଣିଜ୍ୟ କାରବାର ଲାଭଦାୟକ ହେବ। |
![]() |
ଅନୁଭୂତିରୁ ଉତ୍ପନ୍ନ ଜ୍ଞାନ ଆପଣଙ୍କୁ ଗରିମାମୟ୍ କରିପାରେ । ଐଶୂର୍ଯ୍ୟ ପ୍ରାପ୍ତି ସୂଚନା ମିଳୁ୍ଛି। ମାଲିମୋକଦ୍ଦମାରେ ବଜୟୀ ହେବେ। ଧନଲାଭ ହେବ। ଥଣ୍ଡାଜନିତ ସାମାନ୍ୟ କ୍ଲେଶ ଅଛି । |
![]() |
ପ୍ରକାଶିତ ଉତ୍ତର ଅନୁଭୂତି ଞାନକୁ ପାଥେୟ କରି କର୍ମକ୍ଷେତ୍ରରେ ନିଜକୁ ନିୟୋଜତ କରିବେ। ମୌନ ରହି ସାଧନାର ଶାଶ୍ୱତ ସୁଖ ଅନୁଭବ କରିବେ। ଅତଥି ସତ୍କାରରେ ଖର୍ଚ୍ଚାନ୍ତ ହୋଇପାରନ୍ତି। |
![]() |
ସନ୍ତାନ-ସନ୍ତତି ଲାଭର ସୂଚନା ମଳିୁ୍ଛି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜିତେନ୍ଦ୍ରିୟ ହୋଇପାରନ୍ତି । ପରାକ୍ରମୀ ହେବେ। ବଖ୍ୟାତ କୀର୍ତ୍ତିସ୍ଥାପନ କରିବେ। |
![]() |
ସୃଜନ ସ୍ୱଭାବର ହେବେ। ଦ୍ୱିଜ ଦେବତାଙ୍କ ଭକ୍ତ ହୋଇପାରନ୍ତି । ସ୍ୱ-ଜୀବନ ଧର୍ମରେ ଓଁ ବାଦର ହୋଇପାରନ୍ତି । ଦାୟିତ୍ୱବାନ୍ ହେବେ। ଦିବ୍ୟ ପ୍ରେରଣାଦାୟୀ ହୋଇପାରନ୍ତି । |
![]() |
ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ। କରିତକର୍ମା ହେବେ। ପ୍ରତିଯୋଗତିାରେ କୃତିତ୍ୱ ଅର୍ଜନ କରିବେ। ସର୍ବସୁଖର ଅଧିକାରୀ ହୋଇପାରନ୍ତି । ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତ ହେବେ। |