OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Wednesday 27th July 2022

Odia Rashiphala

Odia Rashiphala

ଆପଣଙ୍କୁ ଧନଲାଭର ମଉକା ମିଳିବ। ନୂଆ କାମରେ ରୁଚି ବଢ଼ିବ। ପାରିବାରିକ ଜୀବନ ଉତ୍ସବମୁଖର ହେବ। ପ୍ରେମ ସମ୍ବନ୍ଧରେ ପ୍ରଗାଢତା ଆସିବ।
ପରିବାର ଲୋକଙ୍କପୂର୍ଣ୍ଣ ସ୍ନେହ ଓ ସହଯୋଗ ପାଇବେ ବନ୍ଧୁ ସାହାଯ୍ୟକାରୀ ସାବ୍ୟସ୍ତ ହେବେ ବେପାରରେ ଅଚାନକ ଧନଲାଭ ହେବ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।
ପରିବାରରେ କୌଣସି ଧାର୍ମିକ ଅନୁଷ୍ଠାନ କରିବା ଲାଗି ପ୍ରସ୍ତୁତି କରିବେ। ଆପଣଙ୍କ ଜାମରେ ଜୀବନସାଥୀ ସହଯୋଗ କରିବେ। ନୂଆ ବ୍ୟବସାୟରେ ପୁଞ୍ଜି ଲଗାଇବା ପାଇଁ ଭାବିବେ।
ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅନ୍ୟମାନଙ୍କ ଉପରେ ପ୍ରଭାବ ପଜାଇବା ଲାଗି ଚେଷ୍ଟା କରିବେ। ଆଖପାଖର ଲୋଜ ଆପଣଙ୍କର ବିରୋଧ କରିବେ।
ବେପାର ବଢ଼ାଇବା ପାଇଁ ନୂଆ ଯୋଜନା କରିବେ ସମସ୍ୟାର ସମାଧାନ ହୋଇଯିବ। କାର୍ଯ୍ୟରେ ବନ୍ଧୁଙ୍କ ପରାମର୍ଶ ଫଳପ୍ରଦ ସାବ୍ୟସ୍ତ ହେବ। ପ୍ରିୟଜନଙ୍କୁ ଭଲ ଉପହାର ଦେବେ।
ବେପାରରେ ଅଚାନଜ ଧନଲାଭର ଅବସର ପାଇବେ। ଅଫିସରେ ସହକର୍ମୀ ସହାୟତା କରିବେ। ଏଭଳି ଲୋକଙ୍କ ସହ ମିଶିବେ ଯିଏ ଭବିଷ୍ୟତରେ ସାହାଯ୍ୟ କରିବେ।
ଅଫିସରେ ଅଧିନ ସମୟ ପରିଶ୍ରମ କଲେଯାଇ ବାକିଥିବା କାମ ପୂରା ହୋଇଯିବା ବିବାଦଠୁଁ ଦୂରରେ ରୁହନ୍ତୁ ନୂଆ କାମର ଯୋଜନା ପ୍ରସ୍ତୁତ କରିବେ ଆମଦାନି ଉତ୍ସରେ ବୃଦ୍ଧି ହେବ।
ସେବା ମନୋଭାବର ହୋଇପାରନ୍ତି । ରାଜପୂଜା ମଳିପିାରେ । ଯାନବାହନ ସୁଖ ମିଳିବ। ଗ୍ରାମ ବା ଅଞ୍ଚଳର ଅଧିପତି ହୋଇପାରନ୍ତି । ପରାକ୍ରମଶାଳୀ ହେବେ। ବହୁଲୋକଙ୍କ ହର୍ତ୍ତା, କର୍ତ୍ତା ହେବେ।
ବେପାର ପାଇଁ କୌଣସି ବଡ଼ ଜଂପାନି ସହ ଚୁକ୍ତିର ଅବସର ପାଇବେ। ସମ୍ବନ୍ଧକୁ ମଜଭୁତ କରିବା ଲାଗି ଚେଷ୍ଟା କରିବେ। ଶିକ୍ଷାର୍ଥୀ ନୂଆ ପାଠ୍ୟକ୍ରମରେ ପ୍ରବେଶ କରିବେ।
ସନ୍ତାନ-ସନ୍ତତି ଲାଭର ସୂଚନା ମଳିୁ୍ଛି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜିତେନ୍ଦ୍ରିୟ ହୋଇପାରନ୍ତି । ପରାକ୍ରମୀ ହେବେ। ବଖ୍ୟାତ କୀର୍ତ୍ତିସ୍ଥାପନ କରିବେ।
ଆପଣଙ୍କ ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ। ବୈବାହିକ ଜୀବନରେ ନୂଆ ଖୁସି ଆସିବ। ଘରୋଇ ଜିନିଷ କିଣିବା ଲାଗି ମାନସିକ ସ୍ତରରେ ପ୍ରସ୍ତୁତି କରିବେ।
ଆର୍ଥିକ ପକ୍ଷ ସୂଦୃଢ଼ ରହିବ। ଜାମକୁ ନେଇ କର୍ତ୍ତୃକ୍ଷ ଆପଣଙ୍କର ପ୍ରଶଂସା କରିବେ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହ ସମୟ କାଟିବେ ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments