OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Wednesday 28th September 2022

Odia Rashiphala

Odia Rashiphala

ଆପଣ କୌଣସି ବିଷୟରେ ବଡ଼ ନିଷ୍ପତ୍ତି ନେଇପାରନ୍ତି। ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ। ଅଫିସରେ ଆପଣଙ୍କ କାମରେ ଖୁସି ହୋଇ କର୍ତ୍ତୃପକ୍ଷ ଉପହାର ଦେବେ।
ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ। ଆର୍ଥିକ ସଫଳତା ପାଇବେ। ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରାତ୍ମକ ରହିବ ସ୍ଵାସ୍ଥ୍ୟରେ ମୁଧାର ହେବ।
ନୂଆ ଲୋକଙ୍ଗ ସହ ସାକ୍ଷାତରେ କିଛି ନୂଆ ମଉକା ପାଇବେ। ନୂଆ ବ୍ୟବସାୟରେ ପୁଞ୍ଜି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ। ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ।
ପୂର୍ବ କଂପାନିର ଅନୁଭବ ଆପଣଙ୍କ କାମରେ ଆସିବ। ବିବାଦଠୁଁ ଦୂରରେ ରୁହନ୍ତୁ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାଇପାରନ୍ତି। ଭୂସଂପତ୍ତି କିଣିବା ପୂର୍ବରୁ ଶୁଭ ମୁହୂର୍ଭ ଦେଖନ୍ତୁ।
ଅଧିକ ଭାବୁକ ହେଲେ ମନ ଅଶାନ୍ତ ରହିବ। ବ୍ୟବସାୟ ମାନ୍ଦା ଧରିବ। ଆର୍ଥିକ ବିଷୟକୁ ନେଇ ସତର୍କ ରୂହନ୍ତୁ। ମନର କଥା ପାଖଲୋକଙ୍କୁ କହିପାରନ୍ତି। ବଦ୍ୟାର୍ଥୀଙ୍କ ଲାଗି ଦିନଟି ଶୁଭ।
ଆପଣଙ୍କର ସବୁ କାମ ମନମୁତାବକ ପୁରା ହେବ। କର୍ତ୍ତୃପକ୍ଷ ଆପଣଙ୍କୁ ଉପହାର ଦେଇପାରନ୍ତି ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ।
ନୂଆ କାମରେ ରୂଚି ବଢିବ। ପଇସାର ଅଭାବ ଅନୁଭବ କରିପାରନ୍ତି। ଘର ସଜାଇବାରେ ଧ୍ୟାନ ଦେବେ। ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ। କ୍ୟାରିୟରରେ ସଫଳତା ମିଳିବ।
ସାରାଦିନ ମନରେ ପ୍ରସନ୍ନତା ରହିବ। ରାଜନୀତିରେ ବିରୋଧୀମାନଙ୍କର ଦୃଢ଼ ମୁକାବିଲା କରିବେ। ମହିଳାଙ୍କୁ ଘର ଲୋକଙ୍କ ସାହାଯ୍ୟ ମିଳିବ।
ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ। ଆର୍ଥିକ ସମସ୍ୟାର ସମାଧାନ ହେବ। ଚାକିର ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ। ପ୍ରିୟବନ୍ଧୁ ସହ କଥା ହୋଇ ଭଲ ଲାଗିବ।
ସନ୍ତାନ-ସନ୍ତତି ଲାଭର ସୂଚନା ମଳିୁ୍ଛି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜିତେନ୍ଦ୍ରିୟ ହୋଇପାରନ୍ତି । ପରାକ୍ରମୀ ହେବେ। ବଖ୍ୟାତ କୀର୍ତ୍ତିସ୍ଥାପନ କରିବେ।
ଦିନଟି ଆନନ୍ଦ ଉଲ୍ଲାସ ଭରା ରହିବ ବ୍ୟକ୍ତିଗତ ସମସ୍ୟାର ସମାଧାନ ହୋଇଯିବ। ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ। ବଡ଼ ଯୋଜନାର ଶୁଭାରମ୍ଭ କରିପାରନ୍ତି।
ବାକି କାମରେ ବନ୍ଧୁ ସାହାଯ୍ୟ କରିବେ ଧାର ନେବା ଦେବାରୁ ନିବୃତ୍ତ ରୁହନ୍ତୁ। ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରଷ୍କାର ମିଳିବା ଯୋଗ ଅଛି। ପ୍ରେମ ସମ୍ବନ୍ଧରେ ନୂତନତ୍ଵ ଆସିବ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments