OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 3rd January 2019

Odia Rashiphala

Odia Rashiphala

କାର୍ଯ୍ୟ ହାସଲ କ୍ଷେତ୍ରରେ ଜଣେ ପୂର୍ବତନ ବନ୍ଧୁ ସାହାଯ୍ୟ କରିବେ । ଆନୁଷ୍ଠାନିକ କାମରେ ସଫଳତା ପାଇବେ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବହନରେ ଉନ୍ନତି କରିବେ । ମହିଳାଙ୍କ ଭାତୃ ସମ୍ପର୍କ ବୃଦ୍ଧି ପାଇବ ।
ଅନ୍ୟମାନଙ୍କୁ ନିଜ ଆଡକୁ ଆକର୍ଷିତ କରିବା ପାଇଁ ବିଭିନ୍ନ ପ୍ରକାର ଚେଷ୍ଠା କରିବେ । ବନ୍ଧୁଙ୍କର ସହାନୁଭୂତି ଲାଭ କରିପାରନ୍ତି । ସ୍ଥଗିତ କାମକୁ ତ୍ୱରାନିତ କରିବେ । ମହିଳାମାନେ ସାଥିଙ୍କ ବାଟକୁ ଚାର୍ହିଁ ବସିବେ । ଦୂର ସ୍ଥାନକୁ ଭ୍ରମଣ ଯୋଗ ରହିଛି ।
କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ଧୈର୍ଯ୍ୟ ହରାନହୋଇ ପରିସ୍ଥିତିର ସାମ୍ନ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ । ବ୍ୟବସାୟରେ ବନ୍ଧୁ ସମ୍ପର୍କ ପ୍ରେ ଓ ପ୍ରଣୟ କ୍ଷେତ୍ରରୁ ଅନୁକୂଳ ଫଳ ମିଳିବ ।
ବନ୍ଧୁଙକ ନିକଟୁ ସାହାଯ୍ୟ ପଅତିଶୃତି ପାଇ ଆସ୍ୱସ୍ଥି ଅନୁଭବ କରିବେ । ପାରିବାରିକ ଅସ୍ଥିରତା ଓ ଅର୍ଥାଭାବ ପାଇଁ ମାନସିକ ଦ୍ୱନ୍ଦ ଭିତରେ ସମୟ କଟାଇବେ । ଆତ୍ମିୟମାନଙ୍କ ପରାମର୍ଶ ନେଇ କାର୍ଯ୍ୟ କ୍ଷେତ୍ରରେ ଉପକୃତ ହେବେ ।
ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କ ଉପରେ ନିର୍ଭର କରିବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଯୋଜନା ଆରମ୍ଭ କରିପାରନ୍ତି । ବକେୟା ଟଙ୍କା ମିଳିବାର ଯୋଗ ରହିଛି । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷରେ ସାହାଯ୍ୟ ପ୍ରାପ୍ତି ହୋଇପାରେ ।
ହଠାତ୍ ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇପାରେ । ପ୍ରେମରେ ପ୍ରତାରଣା ପାଇ
କର୍ମକ୍ଷେତ୍ରରେ ପରିସ୍ଥିତିର ଚାପ ବୃଦ୍ଧି ପାଇବ । ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ମହିଳାଙ୍କ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଶତ୍ରୁମାନେ କଟୁ କଥା କହିବେ ।
ଇଚ୍ଛା ନଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ । ନିଜ ଲୋକମାନେ ଇର୍ଷା ପରାୟଣ ହୋଇ ପରିସ୍ଥିତିକୁ ଜଟିଳ ରୂପ ଦେବାରେ ସମର୍ଥ ହେବେ । ଅର୍ଥ ସଂଗ୍ରହରେ ତତ୍ପରତା ପ୍ରକାଶ କରିବେ ।
ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବାକୁ ଚେଷ୍ଟା କରିବେ । ବନ୍ଧୁଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନାରୁ ମନ ଖୁସି ରହିବ । ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ । ମହିଳାମାନେ ଭାବ ପ୍ରବଣତା ପ୍ରକାଶ କରିବେ ।
ସୁନ୍ଦର ମଧୁର କଥା କହି ଅନ୍ୟମାନଙ୍କୁ ଆକର୍ଷିତ କରି କାର୍ଯ୍ୟ ହାସଲ କରିବେ । ଶାରୀରିକ ଅସୁସ୍ଥତା ଫେରି ପାଇବ । ପାରିବାରିକ କ୍ଷେତ୍ର, ଯାତ୍ରା ଓ ଦାମ୍ପତ୍ୟ ଜୀବନରୁ ସୁଫଳ ପାଇବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ମହିଳାଙ୍କ ମନୋବଳ ଦୃଢ଼ ରହିବ ।
କୌଣସି ଅପରିଚିତ ବ୍ୟକ୍ତିଙ୍କ ଦ୍ୱାରା ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ହସଲ କରିବେ । ଭାବୁଥିବା କାମଟିକୁ ସମ୍ପୂର୍ଣ୍ଣ କରିବା ପାଇଁ ବନ୍ଧୁଙ୍କର ସାହାଯ୍ୟ ଭିକ୍ଷ୍ୟା କରିବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ । ମହିଳାମାନେ ଅଶାନ୍ତି ରହିବେ ।
ଯେତେ ତ୍ୟାଗ ସ୍ୱିକାର କଲେ ମଧ୍ୟ ବନ୍ଧୁ ସହକର୍ମୀ ଓ ପଡୋଶୀଙ୍କର ଭୁଲ୍ ଧାରଣାକୁ ବଦଳାଇ ପାରିବେ ନାହିଁ । ଆୟ ଅପେକ୍ଷା ବ୍ୟୟ କ୍ରମଶଃ ବୃଦ୍ଧି ପାଇବ । ସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ରହିବେ । ଆକସ୍ମିକ ଭାବେ ଉପହାର ଦ୍ରବ୍ୟ ଲାଭ ହୋଇପାରେ ।
କର୍ମକ୍ଷେତ୍ରରେ ସହଜ ସୁବିଧରେ କାମ ହାସଲ କରିବେ । ବନ୍ଧୁଙ୍କର ଆଦର ମନକୁ ଖୁସି ରଖିବ । ସଭା, ସମିତି, ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ଅନ୍ୟଙ୍କ ସେବାରେ ବ୍ୟସ୍ତ ରହିବେ ।

For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments