OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 10th July 2020

Odia Rashiphala

Odia Rashiphala

କାର୍ଯ୍ୟ ହାସଲ କରିବାକୁ ହେଲେ ଶକ୍ତି ପ୍ରୟୋଗ କରିବାକୁ ପଡ଼ିବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଭଲ ଆୟ ହେବ ।
କାର୍ଯ୍ୟରେ ସଫଳତା ମିଳିବ । ଆୟ ପରିମାଣ ବୃଦ୍ଧି ପାଇବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଦୟାଳୁ ଓ ଯଶସ୍ୱୀ ହେବେ । ବ୍ୟବସାୟ ଭଲରେ ଚାଲିବ ।
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଶିଳ୍ପୋଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା କରିବା ମନା ।
ନିର୍ଭୟରେ କାର୍ଯ୍ୟ କରି ଚାଲିବେ । ଭୋଜନରେ ଅଶାନ୍ତି ଦେଖା ଦେଇପାରେ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବ ଗ୍ରହଣ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ଶତ୍ରୁକୁ ପରାସ୍ତ କରିବାରେ ସକ୍ଷମ ହେବେ । ଭ୍ରାତୃ ଭାବ ଅତୁଟ ରହିବ । ସୁସ୍ଥ ଓ ନିରାମୟ ରହିବେ । ଚାକିରିକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । ଚକ୍ଷୁପୀଡ଼ା ଉପୁଜିପାରେ ।
କାର୍ଯ୍ୟକ୍ଷେତ୍ର ଶୃଙ୍ଖଳିତ କରିବାରେ ସକ୍ଷମ ହେବେ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭ ହୋଇପାରେ । ବିଭିନ୍ନ ଦିଗରୁ ଅର୍ଥଲାଭ ହେବ । ଧାର୍ମିକ ଓ ତେଜସ୍ୱୀ ହେବେ ।
ଉଦାର ପ୍ରକୃତିର ହୋଇପାରନ୍ତି । ସୁଖୀ ଓ ଦାନଶୀଳ ହେବେ । ବ୍ୟକ୍ତିତ୍ୱ ନିକଟରେ ଅନ୍ୟମାନେ ନତମସ୍ତକ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷି କର୍ମକାରୀ ହୋଇପାରନ୍ତି । ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିବ ।
ମନ ପ୍ରସନ୍ନ ରହିବ । ଈଶ୍ୱରବିଶ୍ୱାସୀ ହେବେ । ସୁଭାଷୀ ଓ ଉତ୍ତମ ବ୍ୟବହାର ପ୍ରଦର୍ଶନ କରି ଲୋକପ୍ରିୟତା ଅର୍ଜନ କରିବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଭକ୍ତି ଆଦର ଓ ସମ୍ମାନ ମିଳିବ । ସତର୍କତାର ଦିନ ।
ଯାହା ଇଚ୍ଛା କରୁଥିବେ, ତାହା ମିଳିପାରେ । କାର୍ଯ୍ୟରେ ସଫଳତା ପାଇବାକୁ ହେଲେ ତରବର ନ ହୋଇ ଅପେକ୍ଷା କରିବାକୁ ପଡ଼ିବ । ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ ।
ସୁଖ-ସମ୍ମାନ ଲାଭ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ସୈନିକମାନେ ରଣାଙ୍ଗନରେ ପାରଙ୍ଗମ ହେବେ । ମାଲି-ମୋକଦ୍ଦମାରେ ବିଜୟୀ ହେବା ସହ ମୋକଦ୍ଦମା ଖର୍ଚ୍ଚ ବାବଦକୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ ।
ଯାତ୍ରା ପାଇଁ ସମୟ ଅନୁକୂଳ ରହିଛି । ବିଜୟୀ ହେବେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । କର୍ମଚଞ୍ଚଳ ରହିବେ । ଧାର୍ମିକ ପ୍ରବୃତ୍ତିର ହେବେ । ମଧୁରଭାଷୀ ଓ ସାହସୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments