OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 11th June 2021

Odia Rashiphala

Odia Rashiphala

ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ଥଣ୍ଡାକଫରେ ଧୈର୍ଯ୍ୟ ହାନି ଘଟିପାରେ । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କଠାରୁ ଆଦର ମିଳିବ ।
ସମ୍ମାନିତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଆଦର୍ଶବାଦୀ ହେବେ । ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିବ । ବିଭିନ୍ନ ସ୍ତରରୁ ଧନାଗମ ହେବ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ । ସୁସ୍ୱାଦୁ ଭୋଜନ ମିଳିବ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମୋକଦ୍ଦମାରେ ବିଜୟୀ ହେବା ସହିତ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ବିଦ୍ୱାନ ଓ ଶାସ୍ତ୍ରଜ୍ଞ ହେବେ ।
ମୂଲ୍ୟବାନ୍ ଦ୍ରବ୍ୟ କିଣାରେ ବହୁ ବ୍ୟୟ ହେବ । କର୍ମ ଚଞ୍ଚଳ ରହିବେ; ତଥାପି କାର୍ଯ୍ୟରେ ବିଘ୍ନ ଉପୁଜିବାର ସମ୍ଭାବନା ଅଛି । ସ୍ନେହପୂର୍ଣ୍ଣ କଥା କହି ପରକୁ ଆପଣାର କରିବାରେ ସକ୍ଷମ ହେବେ । ସାହସୀ ଓ ଜ୍ଞାନୀ ହେବେ ।
ସମ୍ମାନିତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଯଶ୍ୱସୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରୁ ମାନ୍ୟତାପ୍ରାପ୍ତ ହେବେ । ଜ୍ୟୋତିଷ ଶାସ୍ତ୍ର ଓ ତନ୍ତ୍ର ମନ୍ତ୍ରାଦିରେ ରୁଚି ରହିବ । ଧନ ଅର୍ଜନ କରିବେ ।
କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶ୍ୱସୀ ହେବେ । ନିଜ ପରିବାର ପ୍ରତି ସ୍ନେହ-ସଦିଚ୍ଛା ଭାବ ରହିବ । ଶ୍ରମ ସାର୍ଥକ ହେବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗବିଳାସରେ ସମୟ ଅତିବାହିତ କରିବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରି ପାରନ୍ତି । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସ୍ୱାଭିମାନୀ ହୋଇପାରନ୍ତି । ଭାଗ ବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ବହୁ ଘଟଣାରେ ମୁରବିତ୍ୱ ଦେଖାଇ ପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ ।
ବନ୍ଧୁ ମିଳନ ଘଟିପାରେ । ବ୍ୟବସାୟ ଲାଭଜନକ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ଚଳିଲେ ବିଶେଷ ଉପକୃତ ହୋଇପାରନ୍ତି । ପାରିବାରିକ ସମ୍ପର୍କ ସଦୃଢ଼ ହେବ ।
ଶତ୍ରୁର ଉପସ୍ଥିତି ବିବ୍ରତ କରିପାରେ । ସୁସ୍ଥ ଶରୀର ଓ ବଳ-ବିକ୍ରମ ପ୍ରୟୋଗକରି ଶତ୍ରୁ ଦମନ କରିପାରନ୍ତି । ଚାକିରି ପ୍ରୟୋଗ କରି ଶତ୍ରୁ ଦମନ କରିପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । ଭ୍ରାତୃ ସ୍ନେହ ଅତୁଟ ରହିବ । ବନ୍ଧୁ‌ଦ୍ୱେଷୀ ହୋଇପାରନ୍ତି ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନର ସହାୟତା ପାଇବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ ।
ଅନେକ କ୍ଷେତ୍ରରୁ ସମ୍ମାନ ମିଳିବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ରହିବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । କୃଷି କର୍ମକାରୀ ହେବେ । ଯଶ୍ୱସୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments