OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 11th Oct 2019

Odia Rashiphala

Odia Rashiphala

ମନ ପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବା ପାଇଁ ଉଦ୍ୟମ ଜାରି ରଖିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ସୁଶୀଳ ପତ୍ନୀଙ୍କ ସାନ୍ନିଧ୍ୟ ମିଳିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ମନରେ ପ୍ରସନ୍ନତା ଭାବ ଉଦ୍ରେକ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ପୈତୃକ ସମ୍ପତ୍ତି ପାଇଁ ଲାଗି ରହିଥିବା ବିବାଦର ସୁସମାଧାନ ହେବ । ଭାଗ୍ୟଶାଳୀ ହେବେ । ଭୋଗବିଳାସରେ ସମୟ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
କାର୍ଯ୍ୟରେ ସଫଳତା ମିଳିବ । କଷ୍ଟସାଧ୍ୟ ହେବ । ଈର୍ଷାଳୁ ସ୍ୱଭାବର ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟରୁ ଲାଭ ମିଳିବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ ।
ସୁଖ-ସମ୍ମାନ ଲାଭ କରିବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ମନରେ ଅହଂଭାବ ଉଦ୍ରେକ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଲାଭ ଦାୟକ ହେବ । ଅବିବାହିତଙ୍କୁ ମନୋରମା କନ୍ୟା ମିଳିବ ।
କାର୍ଯ୍ୟ ହାସଲ କରିବା ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
ଅଭାବ ଦୂରେଇ ଯିବ । ପଢ଼ାଲେଖାରେ ପାରଙ୍ଗମ ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆସନ୍ନ ପ୍ରସବା ଥିଲେ କନ୍ୟା ସନ୍ତାନ ଜାତ ହୋଇପାରେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ସୁଖୀ ହେବେ ।
ଯେ କୌଣସି କାର୍ଯ୍ୟ କରନ୍ତୁ ନା କାହିଁକି ପ୍ରାୟ ପ୍ରତ୍ୟେକ କ୍ଷେତ୍ରରୁ ସଫଳତା ମିଳିବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ବୁଦ୍ଧିମାନ୍ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହେବେ । ମଧୁର ଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କ ଠାରୁ ଆଦର-ସମ୍ମାନ ମିଳିବ ।
ବନ୍ଧୁଙ୍କ ସହିତ ସହମତି ପ୍ରକାଶ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିବେ । ସୁଖୀ ହେବେ ।
ପ୍ରିୟ ବ୍ୟକ୍ତିଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । କାୟ ମନୋବାକ୍ୟରେ ଧର୍ମ ଆଚରଣ କରିପାରନ୍ତି । ରଣାଙ୍କନରେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ ।
ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇପାରେ । ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି । ଚଞ୍ଚଳ ସ୍ୱଭାବର ହେବେ । ସଭାରେ ସୁମଧୁର ଭାଷଣ ଦେଇ ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ ଓ ଗରିମାଯୁକ୍ତ ହେବେ । ଖର୍ଚ୍ଚାନ୍ତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments