OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 11th Sep 2020

Odia Rashiphala

Odia Rashiphala

କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ଚିତ୍ତ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ । ଧାର୍ମିକ ଓ ବିଦ୍ୱାନ୍ ହେବେ ।
ଶୁଭକାର୍ଯ୍ୟରେ ବ୍ୟୟ କରିପାରନ୍ତି । ଭାଗ୍ୟଶାଳୀ ହେବେ । ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ଲାଭ କରିବେ । ବିଦ୍ୟାପ୍ରେମୀ ହେବେ । ବ୍ୟବସାୟରୁ ଅଧିକ ଧନଲାଭର ସୂଚନା ମିଳୁଛି ।
ଶତ୍ରୁ ପରାସ୍ତ କରି ମାନସିକ ଶାନ୍ତି ଫେରି ପାଇବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି ।
ଆପଣଙ୍କ କାର୍ଯ୍ୟ ଓ ଉଦ୍ୟମ ସଫଳ ହେବ । ଚିନ୍ତାଗ୍ରସ୍ତ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଚକ୍ଷୁର ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ସ୍ନେହବୋଳା କଥା କହି ପରକୁ ଆପଣାର କରିପାରନ୍ତି । ନିଜ ଜ୍ଞାନ ବଳରେ ସାହସୀ ହେବେ ।
ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ଅଗ୍ରଗତି ଘଟିବ । ବିଭିନ୍ନ ସ୍ତରରୁ ସାହାଯ୍ୟ ପ୍ରାପ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଆୟ ଆଶାନୁରୂପ ହେବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସମ୍ମାନିତ ହେବେ ।
ବହୁ ସୁଯୋଗ ହାତକୁ ଆସିପାରେ । କୁଳ ଉଜ୍ଜ୍ୱଳକାରୀ ହେବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ, ସଦିଚ୍ଛା ଭାବ ରହିବ । ସରକାରୀ କୃପା ଲାଭ କରିବେ ।
କାର୍ଯ୍ୟ ଉତ୍ସାହଜନକ ହେବ । କର୍ମଚଞ୍ଚଳ ରହିବେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ସୁଖ ମିଳିବ ।
ସରକାରୀ କାର୍ଯ୍ୟରେ ତତ୍ପର ହେବେ । ସ୍ୱାଭିମାନୀ ହୋଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ପରୋପକାରୀ ହେବେ । ଶ୍ରେଷ୍ଠ ମାନ୍ୟତା ପ୍ରାପ୍ତ ହେବେ । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା କରିବା ମନା ।
ବନ୍ଧୁ ମିଳନ ଘଟିପାରେ । ସମାଜସେବୀ ଭାବେ ଆପଣଙ୍କୁ ଆଦର ଅଭ୍ୟର୍ଥନା ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ନିଜ ପରିବାର ପ୍ରତି ସ୍ନେହ, ସଦିଚ୍ଛା ଭାବ ରହିବ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
କାର୍ଯ୍ୟରେ ଗ୍ଳାନି ଉପୁଜି ପାରେ । ଆତ୍ମ ବଡିମାରୁ ଓହରିଯିବା ମଙ୍ଗଳଦାୟକ ହେବ । ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜି ପାରେ । ସୁସ୍ଥ ରହିବେ । ଶତ୍ରୁଜୟୀ ହୋଇପାରନ୍ତି । ଚାକିରିକ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ବହୁ ସୁଯୋଗ ହାତକୁ ଆସିପାରେ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିପାରେ । ଧାର୍ମିକ ଓ ବନ୍ଧୁ ପ୍ରେମୀ ହୋଇପାରନ୍ତି । ତେଜସ୍ୱୀ ହେବେ । ବ୍ୟକ୍ତିତ୍ୱ ବିକଶିତ ହେବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷି କର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments