OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 12th Nov 2021

Odia Rashiphala

Odia Rashiphala

ଶୁଭ ଖବର ପାଇ ଖୁସି ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । କାର୍ଯ୍ୟରେ ସଫଳତା ମିଳିବ । ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ସମ୍ମାନ ଓ ଅର୍ଥ ମିଳିବ ।
ଦାନ-ଧର୍ମରେ ଦୀକ୍ଷିତ ହୋଇ ପାରନ୍ତି । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ପ୍ରତିଯୋଗିତାରେ ବିଜୟୀ ହେବେ ।
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିବେ । ଲୋକସମ୍ପର୍କ ଅଧିକତର ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିବାଦରେ ବିଜୟୀ ହେବେ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରୁଥିଲେ ବି ଆନନ୍ଦ ଉତ୍ସବରେ ଯୋଗଦେବେ । ଆର୍ଥିକ ସ୍ଥିତି ବିଳମ୍ବରେ ସୁଧାର ଆସିବ । ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ବାଧ୍ୟ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ଆଜି ଦିନ ଭିତରେ ଯାହା କିଛି ଘଟଣା ଘଟିବ, ତାହା ସୁଖବୋଧ ହୋଇପାରେ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରି ଗଢ଼ି ତୋଳିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ ।
ପରାମର୍ଶ ନେଇ କାର୍ଯ୍ୟ କଲେ କର୍ମକ୍ଷେତ୍ରରେ ସଫଳ ହେବେ । ଶତ୍ରୁବିନାଶ କରି ମାନସିକ ଶାନ୍ତି ଫେରିପାଇବେ । ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ସମ୍ପାଦିତ ହେବ । ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ ।
ବିଭିନ୍ନ ସ୍ତରରୁ ଅର୍ଥାଗମର ସୂଚନା ମିଳୁଛି । ସୁସମ୍ୱାଦ ପାଇ ଉତ୍‌ଫୁଲ୍ଲିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଦ୍ୟାଭ୍ୟାସୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ ।
ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ପ୍ରଥମେ ଭଲ ବୁଝାମଣା ଘଟିପାରେ । ସୁଧାର ଆସିବ । ଯାନବାହନ ସୁଖ ମିଳିପାରେ । କୃଷି ଉତ୍ପାଦ ପଦାର୍ଥ ଲାଭଜନକ ହେବ ।
କାର୍ଯ୍ୟରେ ସଫଳତା ମିଳିବ । ଶୁଭକାର୍ଯ୍ୟ ସମ୍ପାଦନ ପାଇଁ ବିଭିନ୍ନ ସ୍ତରରୁ ସାହାଯ୍ୟ ପ୍ରାପ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଦେବ ଦର୍ଶନର ସୁଯୋଗ ଅଛି । ଅଶାନ୍ତି ଦୂର ହେବ । ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି ।
କର୍ମକ୍ଷେତ୍ର ଉତ୍ସାହଜନକ ହେବ । ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି । ତ୍ୟାଗଶୀଳ ହୋଇପାରନ୍ତି । ମତିମାନ ହେବେ। କୀର୍ତ୍ତିମାନ୍ ହେବେ । ସହିଷ୍ଣୁ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଆୟ ଆଶାନୁରୂପ ହେବ । ସରକାରୀ ବା ବନ୍ଧୁ ସହାୟତାରେ ଲାଭବାନ୍ ହେବେ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଚିନ୍ତାଧାରା ଉନ୍ନତମାନର ହେବ । ନୂଆ ବନ୍ଧୁ ଜୁଟିବେ ।
ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିପାରନ୍ତି । ଧନଯୁକ୍ତ ହେବେ । ସ୍ତ୍ରୀ, ପୁତ୍ର ପ୍ରୀତିଯୁକ୍ତ ହୋଇପରନ୍ତି । ଧର୍ମୀୟ କାର୍ଯ୍ୟରେ ନିର୍ଲୋଭରେ ଧନ ବ୍ୟୟ କରିବେ । ଶତ୍ରୁବିରୋଧରେ ଯାତ୍ରା ଶୁଭଦାୟକ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments