OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 17th May 2019

Odia Rashiphala

Odia Rashiphala

ବନ୍ଧୁ ସହଯୋଗ ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ପ୍ରତିଶୋଧ ପରାୟଣ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି ।
ପରୀକ୍ଷାରେ ସଫଳତା ଲାଭ କରିବେ । ଦାମ୍ଭିକତା ପ୍ରଦର୍ଶନ କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରିରେ ସୁନାମ ଅର୍ଜନ କରିବେ ।
 ବିଭିନ୍ନ ସ୍ତରରୁ ଅର୍ଥ ସଂଗ୍ରହ କରିବେ । ପରଚର୍ଚ୍ଚା କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଭାବେ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ । ପତ୍ନୀ ସୁନ୍ଦର ଓ ସୁଶୀଳା ହୋଇପାରନ୍ତି ।
କ୍ଳାନ୍ତିର ଅବସାନ ଘଟିବ । ପରିଶ୍ରମର ମୂଲ୍ୟ ମିଳିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । କୃଷିକର୍ମକାରୀ ହେବେ । ବୁଦ୍ଧିମାନ୍ ହେବେ ।
ଉଚ୍ଚ ଆଶା ଫଳବତୀ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ-ସାହସୀ ଓ ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ ।
ବିରୋଧ ଅପସାରିତ ହେବ । ଆଶାବାଦୀ ହୋଇପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର, ବିଦ୍ୟାପ୍ରେମୀ ହେବେ । ବ୍ୟବସାୟରୁ ଅଧିକ ଧନଲାଭ ହେବ । ମିତ୍ର ସୁଖ ମିଳିବ ।
 ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଆୟ ଆଶାନୁରୂପ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମାଲିମୋକଦ୍ଦମାରେ ବିଜୟୀ ହୋଇ ଧନଲାଭ କରିବେ । ଚିନ୍ତାଧାରା ଉନ୍ନତମାନର ହେବ । ନୂଆ ବନ୍ଧୁ ଜୁଟିବେ ।
ବନ୍ଧୁମେଳରେ ଆନନ୍ଦ ଅନୁଭବ କରିବେ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ଚକ୍ଷୁରେ ପୀଡ଼ା ଅନୁଭବ କରିବେ । ମିଠା କଥା କହି ଅନ୍ୟମାନଙ୍କ ମନକୁ ଆକର୍ଷିତ କରିପାରନ୍ତି । ଧାର୍ମିକ ପ୍ରବୃତିର ହେବେ । ସାହସୀ ଓ ଜ୍ଞାନୀ ହେବେ ।
 କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ରୋଜଗାର ଅଶାନୁରୂପ ହେବ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ମିଳିବ ।
ସତ୍‌ସଙ୍ଗରେ ଯୋଗଦାନ କରିପାରନ୍ତି । ଆପଣଙ୍କ ପରିଶ୍ରମର ମୂଲ୍ୟାଙ୍କନ ହେବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି ।
ଅଧିକ ଦାୟିତ୍ୱ ବହନ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ କଟାଇ ପାରନ୍ତି । ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହୋଇପାରନ୍ତି । ତୀର୍ଥଯାତ୍ରା କିମ୍ବା ପର୍ଯ୍ୟଟନର ସୁବିଧା ପାଇବେ । ସୁଖୀ ହେବେ ।
 ମାନସିକ ଶାନ୍ତି ଫେରି ପାଇବେ । ଦୁଃଖ ଶୋକରେ ଘାଣ୍ଟି ହୋଇପାରନ୍ତି । ଈର୍ଷାଳୁ ସ୍ୱଭାବଯୁକ୍ତ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗଁ ସତର୍କରେ ଚଳିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments