![]() |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ପ୍ରଭୂତ ସୁନାମର ଅଧିକାରୀ ହେବେ । |
କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ପତ୍ନୀ ଆଜ୍ଞାକାରିଣୀ ହେବେ । | |
ଉଦାର ପ୍ରକୃତିର ହୋଇ ପାରନ୍ତି । ଦାନଶୀଳ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହୋଇ ପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ ହେବେ । ଯାନବାହନ ସୁଖ ମିଳିବ । | |
ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ । ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ ହେବେ । ଥଣ୍ଡାଜନିତ କ୍ଲେଶ ଅଛି । | |
ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇ ପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିବ । | |
ଶ୍ରୀଚନ୍ଦ୍ର ଭୋଗ ହେତୁ ଭଲ ରୋଜଗାର ହେବ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ବିଦ୍ୱାନ ଓ ଶାସ୍ତ୍ରଜ୍ଞ ହେବେ । ମିଷ୍ଠାନ୍ନ ଭୋଜନରେ ଆପ୍ୟାୟିତ ହେବେ । | |
କେହି ପଥରୋଧ କରିବାକୁ ଉଦ୍ୟମ ଚଳାଇ ପାରନ୍ତି । କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇ ପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସାହସୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ସାଧନରେ ସିଦ୍ଧିପ୍ରାପ୍ତ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶ୍ୱସୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ମିଳିବ । ବିଦ୍ୱାନ ଓ ଶାସ୍ତ୍ରଜ୍ଞ ହେବେ । | |
ଶ୍ରମର ମୂଲ୍ୟାଙ୍କନ ହେବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ୍ୱସୀ ହେବେ । ପରିବାର ପ୍ରତି ସ୍ନେହଭାବ ରହିବ । | |
ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗବିଳାସରେ ସମୟ ବିତାଇପାରନ୍ତି । ପଶ୍ଚାତାପ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ ଓ ସାହସୀ ହେବେ । | |
କୌଣସ କାରଣରୁ ଅସୁଖୀ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ମିତ୍ରମାନେ ଦୂରେଇ ଯାଇପାରନ୍ତି । ଜଳଯାତ୍ରା ମନା । ଅଷ୍ଟମ ଭୋଗ ହେତୁ ସତର୍କ ରହିବେ । | |
ବନ୍ଧୁ ମିଳନରେ ବିଶେଷ ଉପକୃତ ହୋଇପାରନ୍ତି । ବ୍ୟବସାୟ, ଅତ୍ୟନ୍ତ ଲାଭଜନକ ହେବ । ସେବା ଧର୍ମକୁ ଆଦରି ନେଇ ପାରନ୍ତି । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ନେଇ କାର୍ଯ୍ୟ କରିବେ । |
Odia Calendar 2021
Comments
comments