OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 18th Sep 2020

Odia Rashiphala

Odia Rashiphala

ଭ୍ରାତୃଭାବ ଅତୁଟ ରହିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶରୀର ସୁସ୍ଥ ରହିବ । ଶାରୀରିକ ଶକ୍ତି ବୃଦ୍ଧି ହେବ । ମିତ୍ରମାନଙ୍କଠାରୁ ସହାୟତା ପାଇ ଶତ୍ରୁ ଦମନ କରିପାରନ୍ତି । ଚାକିରିକ୍ଷେତ୍ରରେ ପ୍ରଶଂସିତ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭ ସୂଚନା ମିଳୁଛି । ଲଟେରୀ ଉଠାଣ ଫଳ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ହେବ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକାର୍ଯ୍ୟରେ ଗୁରୁତ୍ୱ ଦେବେ । ପ୍ରେମୀ ଓ ବୁଦ୍ଧିମାନ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ସ୍ଥାନରେ ରହିବେ ।
କାର୍ଯ୍ୟର ସଫଳ ରୂପାୟନ କରି ଆଦର୍ଶବାଦୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ ହେବେ ।
ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସୁଚିନ୍ତିତ ମତବ୍ୟକ୍ତ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି । ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଶ୍ରୀଚନ୍ଦ୍ର ଭୋଗହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣ କ୍ଷେତ୍ରରେ ବୀରତ୍ୱ ପ୍ରଦାନ କରିବେ । ମାଲି ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ଚିନ୍ତାଧାର ଉନ୍ନତମାନର ହେବ ।
ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଧର୍ମମାର୍ଗରେ ମନୋନିବେଶ କରିବେ । କର୍ମଚଞ୍ଚଳ ରହିବେ । ଜନହିତକର କାର୍ଯ୍ୟରେ ଅଧିକ ବ୍ୟୟ କରି ଆତ୍ମସନ୍ତୋଷ ଲାଭ କରିବେ । ମଧୁର ସମ୍ଭାଷଣରେ ପରକୁ ଆପଣାର କରିବେ ।
ମୂଲ୍ୟବାନ୍ ଦ୍ରବ୍ୟଲାଭ ହୋଇପାରେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଧନଲାଭ ହେବ ।
ସମ୍ମାନିତ ହେବାର ସୂଚନା ମିଳୁଛି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ଓ କରିତ୍‌କର୍ମା ହେବେ ।
ନିର୍ଭରଶୀଳ ହୋଇପାରନ୍ତି । ଭାଗ୍ୟର ପରିବର୍ତ୍ତନ ଘଟିବ । ଭୋଗବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ଅର୍ଥ କ୍ଷୟ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ନିଜର ପାରଦର୍ଶିତା ପ୍ରତିପାଦନ କରିପାରନ୍ତି । ସତର୍କତାର ଦିନ ।
ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ଚଳିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments