OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 19th April 2019

Odia Rashiphala

Odia Rashiphala

ସମସ୍ତ କାର୍ଯ୍ୟ ଶୃଙ୍ଖଳା ମଧ୍ୟଦେଇ ଗତି କରବେ । ବନ୍ଧୁମିଳନ ଦ୍ୱାରା ବିଶେଷ ଉପକୃତ ହୋଇପାରନ୍ତି । ବ୍ୟବସାୟ ଲାଭରେ ଚାଲିବ । ସେବା ମନୋଭାବର ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀ ପରାୟଣ ହେବେ ।
ନୂତନ ନିଯୁକ୍ତି ମିଳିବାର ସୁଯୋଗ ଅଛି । ଶତ୍ରୁ ଭୟ ଅଛି । ଭାଇମାନଙ୍କ ପ୍ରତି ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
ବ୍ୟସ୍ତତା ବଢ଼ିବ । ନିଜକୁ ଅସହାୟ ମନେ କରୁଥିବା ବେଳେ ଆକସ୍ମିକ ଧନଲାଭ ହେବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଲାଜକୁଳା ସ୍ୱଭାବର ହେବେ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ତେଜସ୍ୱୀ ହେବେ ।
ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମ ମତି ହୋଇ ଆତ୍ମ ସନ୍ତୋଷ ଲାଭ କରବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହେବେ । ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ପ୍ରଗତିଶୀଳ ହୋଇପାରନ୍ତି । ପରିଶ୍ରମୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରବେ । ପ୍ରେମୀ ଓ ସାହସୀ ହେବେ । ସୁଖ ମିଳିବ ।
 ଚଳାଇ ଥିବା ଯୋଜନାରେ ପରବିର୍ତ୍ତନ କରିପାରନ୍ତି । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ପରମ ଭାଗ୍ୟଶାଳୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହୋଇପାରେ । ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବା ଆଶାକରାଯାଏ ।
ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ବିଭିନ୍ନ ସ୍ତରରୁ ଆଶ୍ୱସନା ମିଳିପାରେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମୋକଦ୍ଦମାରେ ବିଜୟୀ ହୋଇ କ୍ଷତିପୂରଣ ଅର୍ଥ ପ୍ରାପ୍ତ ହେବେ । ସୁସ୍ୱାଦୁ ଭୋଜନ ମିଳିବ । ରୋଜଗାର ବୃଦ୍ଧି ହେବ ।
କର୍ମକ୍ଷେତ୍ରରେ ସଫଳତା ଲାଭ କରବେ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ସର୍ବଦା ଏକାନ୍ତରେ ରହବାକୁ ଇଚ୍ଛା କରବେ । ମଧୁର ଭାଷୀ ହୋଇପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ ଓ ଜ୍ଞାନୀ ହେବେ ।
ବନ୍ଧୁବର୍ଗରେ ଆହ୍ଲାଦିତ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଯଶସ୍ୱୀ ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହେବ ।
ପରିଶ୍ରମର ମୂଲ୍ୟ ମିଳିବ । କୁଳଦୀପକ ହୋଇପାରନ୍ତି । ମନରେ ପ୍ରସନ୍ନତା ଭାବ ଦେଖା ଦେଇପାରେ । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାରିକ ସ୍ନେହ ରହିବ ।
ସୁସମ୍ବାଦ ପାଇ ଖୁସିବ୍ୟକ୍ତ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସପୂର୍ଣ୍ଣ ହୋଇପାରେ । ସୁଖ- ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି ।
ଅଭିଜ୍ଞତା ଅର୍ଜନ କରବେ । ବନ୍ଧୁ ବିଚ୍ଛେଦ ଘଟିପାରେ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ । ଜଳଯାତ୍ରା ମନା ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments